Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 27:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଦ୍ୱିତୀୟ ମାସର ପାଳି ଉପରେ ଅହୋହୀୟ ଦୋଦୟ ଓ ତାହାର ଦଳୀୟ ଲୋକ ଥିଲେ; ମିକ୍ଲୋତ୍‍ ଶାସକ ଥିଲା ଓ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଦ୍ଵିତୀୟ ମାସର ପାଳି ଉପରେ ଅହୋହୀୟ ଦୋଦୟ ଓ ତାହାର ଦଳୀୟ ଲୋକ ଥିଲେ; ମିକ୍ଲୋତ୍ ଶାସକ ଥିଲା ଓ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ଓଡିଆ ବାଇବେଲ

4 ଦ୍ୱିତୀୟ ମାସର ପାଳି ଉପରେ ଅହୋହୀୟ ଦୋଦୟ ଓ ତାହାର ଦଳୀୟ ଲୋକ ଥିଲେ; ମିକ୍ଲୋତ୍‍ ଶାସକ ଥିଲା ଓ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ

4 ଦୋଦୟ ଦ୍ୱିତୀୟ ମାସ ନିମନ୍ତେ ସୈନ୍ୟଦଳର ଦାୟିତ୍ୱରେ ଥିଲେ। ସେ ଅହୋଦୀୟରୁ ଆସିଥିଲେ। ଦୋଦୟଙ୍କ ଦଳରେ 24,000 ଲୋକ ଥିଲେ।

Gade chapit la Kopi




1 ବଂଶାବଳୀ 27:4
4 Referans Kwoze  

ପୁଣି ତାହା ଉତ୍ତାରେ ଅହୋହୀୟ ବଂଶଜ ଦୋଦୟର ପୁତ୍ର ଇଲୀୟାସର, ଦାଉଦଙ୍କ ସଙ୍ଗେ ଥିବା ତିନି ବୀରଙ୍କ ମଧ୍ୟରେ ଜଣେ ଥିଲା, ସେମାନେ ଯୁଦ୍ଧାର୍ଥେ ଏକତ୍ରିତ ପଲେଷ୍ଟୀୟମାନଙ୍କୁ ଧିକ୍କାର କରନ୍ତେ ଓ ଇସ୍ରାଏଲ ଲୋକମାନେ ପଳାନ୍ତେ,


ପୁଣି, ତାହା ଉତ୍ତାରେ ଅହୋହୀୟ ଦୋଦୟର ପୁତ୍ର ଇଲୀୟାସର, ସେ ତିନି ବୀରଙ୍କ ମଧ୍ୟରେ ପ୍ରଧାନ ଥିଲା।


ସେ ପେରସ ବଂଶୀୟ ଲୋକ, ପ୍ରଥମ ମାସ ପାଇଁ ନିଯୁକ୍ତ ସକଳ ସେନାପତିଙ୍କ ଉପରେ ପ୍ରଧାନ ଥିଲା।


ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


Swiv nou:

Piblisite


Piblisite