Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 27:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ଓଡିଆ ବାଇବେଲ

5 ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ

5 ବନାୟ ତୃତୀୟ ସେନାଧ୍ୟକ୍ଷ ଥିଲେ। ବନାୟ ତୃତୀୟ ମାସର ସେନାଧ୍ୟକ୍ଷ ଥିଲେ। ବନାୟ ଯିହୋୟାଦାଙ୍କ ପୁତ୍ର ଥିଲେ। ଯିହୋୟାଦା ମୁଖ୍ୟ ଯାଜକ ଥିଲେ। ବନାୟଙ୍କ ଦଳରେ 24,000 ଲୋକ ଥିଲେ।

Gade chapit la Kopi




1 ବଂଶାବଳୀ 27:5
8 Referans Kwoze  

ପୁଣି, ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା; ଆଉ ଦାଉଦଙ୍କର ପୁତ୍ରମାନେ ରାଜାଙ୍କର ନିକଟବର୍ତ୍ତୀ ପ୍ରଧାନ ଥିଲେ।


ଆଉ ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା, ପୁଣି ଦାଉଦଙ୍କର ପୁତ୍ରମାନେ ରାଜକୀୟ ଉପଦେଷ୍ଟା ଥିଲେ।


ଦ୍ୱିତୀୟ ମାସର ପାଳି ଉପରେ ଅହୋହୀୟ ଦୋଦୟ ଓ ତାହାର ଦଳୀୟ ଲୋକ ଥିଲେ; ମିକ୍ଲୋତ୍‍ ଶାସକ ଥିଲା ଓ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


ଏହି ବନାୟ ତିରିଶ ବୀରଙ୍କ ମଧ୍ୟରେ ଗଣିତ ଓ ସେହି ତିରିଶ ଜଣଙ୍କ ଉପରେ ପ୍ରଧାନ ଥିଲା; ଆଉ ତାହାର ପାଳିରେ ତାହାର ପୁତ୍ର ଅମ୍ମୀଷାବଦ୍‍ ଥିଲା।


ଆଉ ଅହୀଥୋଫଲ ଉତ୍ତାରେ ବନାୟର ପୁତ୍ର ଯିହୋୟାଦା ଓ ଅବୀୟାଥର ଥିଲେ; ପୁଣି, ଯୋୟାବ ରାଜାଙ୍କ ସୈନ୍ୟର ଅଧିପତି ଥିଲା।


ପୁଣି, ରାଜା ତାହାର ପଦରେ ଯିହୋୟାଦାର ପୁତ୍ର ବନାୟକୁ ସେନାପତି କରି ନିଯୁକ୍ତ କଲେ ଓ ରାଜା ଅବୀୟାଥର ପଦରେ ସାଦୋକଙ୍କୁ ଯାଜକ କରି ନିଯୁକ୍ତ କଲେ।


ଆଉ ସାଦୋକ ଏକ ବିକ୍ରମଶାଳୀ ଯୁବା ଲୋକ ଥିଲା ଓ ତାହାର ପିତୃବଂଶର ବାଇଶ ଜଣ ସେନାପତି ଥିଲେ।


Swiv nou:

Piblisite


Piblisite