Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 27:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଚତୁର୍ଥ ମାସ ପାଇଁ ଚତୁର୍ଥ ସେନାପତି ଯୋୟାବର ଭ୍ରାତା ଅସାହେଲ ଥିଲା ଓ ତାହା ଉତ୍ତାରେ ତାହାର ପୁତ୍ର ସବଦୀୟ; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଚତୁର୍ଥ ମାସ ପାଇଁ ଚତୁର୍ଥ ସେନାପତି ଯୋୟାବର ଭ୍ରାତା ଅସାହେଲ ଥିଲା ଓ ତାହା ଉତ୍ତାରେ ତାହାର ପୁତ୍ର ସବଦୀୟ; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ଓଡିଆ ବାଇବେଲ

7 ଚତୁର୍ଥ ମାସ ପାଇଁ ଚତୁର୍ଥ ସେନାପତି ଯୋୟାବର ଭ୍ରାତା ଅସାହେଲ ଥିଲା ଓ ତାହା ଉତ୍ତାରେ ତାହାର ପୁତ୍ର ସବଦୀୟ; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ

7 ଅସାହେଲ୍ ଚତୁର୍ଥ ସେନାଧ୍ୟକ୍ଷ ଥିଲେ। ସେ ଯୋୟାବଙ୍କ ଭ୍ରାତା ଥିଲେ ଏବଂ ତାଙ୍କ ପରେ ତାଙ୍କ ପୁତ୍ର ସବଦିୟ ସେନାଧ୍ୟକ୍ଷ ହେଲେ। ଅସାହେଲ୍ ଚତୁର୍ଥ ମାସର ସେନାଧ୍ୟକ୍ଷ ଥିଲେ। ଅସାହେଲଙ୍କ ସୈନ୍ୟଦଳରେ 24,000 ଲୋକ ଥିଲେ।

Gade chapit la Kopi




1 ବଂଶାବଳୀ 27:7
6 Referans Kwoze  

ଆହୁରି ସୈନ୍ୟ ମଧ୍ୟରେ ଏହି ବୀରମାନେ ଥିଲେ; ଯଥା, ଯୋୟାବର ଭ୍ରାତା ଅସାହେଲ, ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍‍ହାନନ୍‍;


ଯୋୟାବର ଭ୍ରାତା ଅସାହେଲ ଉକ୍ତ ତିରିଶ ଜଣ ମଧ୍ୟରେ ଜଣେ ଥିଲା; ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍‍ହାନନ୍‍;


ଏହି ବନାୟ ତିରିଶ ବୀରଙ୍କ ମଧ୍ୟରେ ଗଣିତ ଓ ସେହି ତିରିଶ ଜଣଙ୍କ ଉପରେ ପ୍ରଧାନ ଥିଲା; ଆଉ ତାହାର ପାଳିରେ ତାହାର ପୁତ୍ର ଅମ୍ମୀଷାବଦ୍‍ ଥିଲା।


ପଞ୍ଚମ ମାସ ନିମନ୍ତେ ପଞ୍ଚମ ସେନାପତି ଯିଷ୍ରାହୀୟ ଶମ୍ମୋତ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


ସେତେବେଳେ ସରୁୟାର ପୁତ୍ର ଯୋୟାବ ଓ ଦାଉଦଙ୍କର ଦାସଗଣ ବାହାରି ଗିବୀୟୋନ୍‍ର ପୁଷ୍କରିଣୀ ନିକଟରେ ସେମାନଙ୍କୁ ଭେଟିଲେ; ପୁଣି ସେମାନଙ୍କର ଏକ ଦଳ ପୁଷ୍କରିଣୀର ଏକ ପାଖରେ, ଅନ୍ୟ ଦଳ ପୁଷ୍କରିଣୀର ଅନ୍ୟ ପାଖରେ ବସିଲେ।


Swiv nou:

Piblisite


Piblisite