Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 27:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପଞ୍ଚମ ମାସ ନିମନ୍ତେ ପଞ୍ଚମ ସେନାପତି ଯିଷ୍ରାହୀୟ ଶମ୍ମୋତ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପଞ୍ଚମ ମାସ ନିମନ୍ତେ ପଞ୍ଚମ ସେନାପତି ଯିଷ୍ରାହୀୟ ଶମ୍ମୋତ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ଓଡିଆ ବାଇବେଲ

8 ପଞ୍ଚମ ମାସ ନିମନ୍ତେ ପଞ୍ଚମ ସେନାପତି ଯିଷ୍ରାହୀୟ ଶମ୍ମୋତ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ

8 ଯିଷ୍ରାହୀୟର ପଞ୍ଚମ ମାସ ପାଇଁ ପଞ୍ଚମ ସେନାଧ୍ୟକ୍ଷ ଶମ୍ମୋତ୍‌ରେ ଥିଲେ। ତାଙ୍କ ଦଳରେ 24,000 ଲୋକ ଥିଲେ।

Gade chapit la Kopi




1 ବଂଶାବଳୀ 27:8
5 Referans Kwoze  

ହରୋରୀୟ ଶମ୍ମୋତ୍‍, ପଲୋନୀୟ ହେଲସ୍‍,


ହରୋଦୀୟ ଶମ୍ମ, ହରୋଦୀୟ ଇଲୀକା;


ଯିଷ୍‍ହରୀୟମାନଙ୍କ ମଧ୍ୟରୁ କନନୀୟ ଓ ତାହାର ପୁତ୍ରଗଣ ବାହାର କାର୍ଯ୍ୟ ନିମନ୍ତେ ଇସ୍ରାଏଲ ଉପରେ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ହେଲେ।


ଚତୁର୍ଥ ମାସ ପାଇଁ ଚତୁର୍ଥ ସେନାପତି ଯୋୟାବର ଭ୍ରାତା ଅସାହେଲ ଥିଲା ଓ ତାହା ଉତ୍ତାରେ ତାହାର ପୁତ୍ର ସବଦୀୟ; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


ଷଷ୍ଠ ମାସ ନିମନ୍ତେ ଷଷ୍ଠ ସେନାପତି ତକୋୟୀୟ ଇକ୍‍କେଶର ପୁତ୍ର ଈରା ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


Swiv nou:

Piblisite


Piblisite