Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 28:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏବେ ସାବଧାନ ହୁଅ; କାରଣ ପବିତ୍ର ଆବାସ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି; ବଳବାନ ହୁଅ ଓ ତାହା କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏବେ ସାବଧାନ ହୁଅ; କାରଣ ପବିତ୍ର ଆବାସ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି; ବଳବାନ ହୁଅ ଓ ତାହା କର।

Gade chapit la Kopi

ଓଡିଆ ବାଇବେଲ

10 ଏବେ ସାବଧାନ ହୁଅ; କାରଣ ପବିତ୍ର ଆବାସ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି; ବଳବାନ ହୁଅ ଓ ତାହା କର।”

Gade chapit la Kopi

ପବିତ୍ର ବାଇବଲ

10 ଶଲୋମନ, ସଦାପ୍ରଭୁ ଯେ ତୁମ୍ଭକୁ ତାଙ୍କରି ପବିତ୍ର ସ୍ଥାନର ମନ୍ଦିର ନିର୍ମାଣ କରିବା ନିମନ୍ତେ ମନୋନୀତ କରିଅଛନ୍ତି, ଏହା ତୁମ୍ଭର ବୁଝିବା ଉଚିତ୍। ଶକ୍ତିଶାଳୀ ହୁଅ ଏବଂ ଏହା କର।”

Gade chapit la Kopi




1 ବଂଶାବଳୀ 28:10
8 Referans Kwoze  

ଆଉ, ସେ ମୋତେ କହିଅଛନ୍ତି, ‘ତୁମ୍ଭ ପୁତ୍ର ଶଲୋମନ ଆମ୍ଭର ଗୃହ ଓ ଆମ୍ଭର ପ୍ରାଙ୍ଗଣସବୁ ନିର୍ମାଣ କରିବ; କାରଣ ଆମ୍ଭେ ତାହାକୁ ଆମ୍ଭର ପୁତ୍ର ହେବା ପାଇଁ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହେବା।


ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।


ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁ ଯେଉଁ ବିଧି ଓ ଶାସନ ଦେଇଅଛନ୍ତି, ସେହି ସବୁ ଯଦି ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ।


ଉଠନ୍ତୁ, କାରଣ ଆପଣଙ୍କ ଉପରେ ଏହି କାର୍ଯ୍ୟର ଭାର ଅଛି ଓ ଆମ୍ଭେମାନେ ଆପଣଙ୍କର ସହକାରୀ ଅଛୁ; ସାହସିକ ହୋଇ ଏହି କାର୍ଯ୍ୟ କରନ୍ତୁ।”


ପୁଣି, ହେ ମୋହର ପ୍ରଭୋ, ମହାରାଜ, ମୋହର ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଯେପରି ଆପଣ ସମଗ୍ର ଇସ୍ରାଏଲକୁ କହିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟି ଆପଣଙ୍କ ଉପରେ ଅଛି।


“ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି; ଏହେତୁ ତୁମ୍ଭେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର।


ଏଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ ଓ ଏହି କର୍ମ କର; ଭୟ ନ କର, ଅବା ନିରାଶ ନ ହୁଅ; କାରଣ ଆମ୍ଭର ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ଅଛନ୍ତି; ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସକଳ କର୍ମ ସମାପ୍ତ ନ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କି ତୁମ୍ଭକୁ ତ୍ୟାଗ କରିବେ ନାହିଁ।


Swiv nou:

Piblisite


Piblisite