1 ବଂଶାବଳୀ 28:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତେବେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ମନ୍ଦିର-ବରଣ୍ଡାର ଓ ତହିଁ ଗୃହର ଓ ତହିଁ ଭଣ୍ଡାରର ଓ ତହିଁ ଉପର କୋଠରି ଓ ତହିଁ ଭିତର କୋଠରିର ଓ ପାପାଚ୍ଛାଦନ ସ୍ଥାନର ନମୁନା ଦେଲେ; Gade chapit laପବିତ୍ର ବାଇବଲ (Re-edited) - (BSI)11 ତେବେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ମନ୍ଦିର-ବରଣ୍ତାର ଓ ତହିଁ ଗୃହର ଓ ତହିଁ ଭଣ୍ତାରର ଓ ତହିଁ ଉପର କୋଠରି ଓ ତହିଁ ଭିତର କୋଠରିର ଓ ପାପାଚ୍ଛାଦନ ସ୍ଥାନର ନମୁନା ଦେଲେ; Gade chapit laଓଡିଆ ବାଇବେଲ11 ତେବେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ମନ୍ଦିର-ବରଣ୍ଡାର ଓ ତହିଁ ଗୃହର ଓ ତହିଁ ଭଣ୍ଡାରର ଓ ତହିଁ ଉପର କୋଠରି ଓ ତହିଁ ଭିତର କୋଠରିର ଓ ପାପାଚ୍ଛାଦନ ସ୍ଥାନର ନମୁନା ଦେଲେ; Gade chapit laପବିତ୍ର ବାଇବଲ11 ଏହା ପରେ ଦାଉଦ ଶଲୋମନଙ୍କୁ ମନ୍ଦିର ନିର୍ମାଣ କରିବା ନିମନ୍ତେ ଯୋଜନାମାନ ପ୍ରଦାନ କଲେ। ମନ୍ଦିର ଚତୁର୍ଦ୍ଦିଗସ୍ଥ ବାରଣ୍ଡା, ତାହାର ଅଟ୍ଟାଳିକାମାନ, ତାହାର ଭଣ୍ଡାରଘରମାନ, ତାହାର ଉପରିସ୍ଥ କୋଠରୀମାନ, ତାହାର ଭିତରର କୋଠରୀମାନ ଓ ଦୟାସନର ସ୍ଥାନ ନିମନ୍ତେ ମଧ୍ୟ ଏହି ଯୋଜନା ହୋଇଥିଲା। Gade chapit la |