Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 28:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯଥା, ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍‍, ସ୍ୱର୍ଣ୍ଣମୟ ପାତ୍ର ନିମନ୍ତେ ସୁନା; ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍‍, ରୌପ୍ୟମୟ ପାତ୍ର ନିମନ୍ତେ ରୂପା ତୌଲି ଦେଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଯଥା, ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍, ସ୍ଵର୍ଣ୍ଣମୟ ପାତ୍ର ନିମନ୍ତେ ସୁନା; ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍, ରୌପ୍ୟମୟ ପାତ୍ର ନିମନ୍ତେ ରୂପା ତୌଲି ଦେଲେ;

Gade chapit la Kopi

ଓଡିଆ ବାଇବେଲ

14 ଯଥା, ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍‍, ସ୍ୱର୍ଣ୍ଣମୟ ପାତ୍ର ନିମନ୍ତେ ସୁନା; ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍‍, ରୌପ୍ୟମୟ ପାତ୍ର ନିମନ୍ତେ ରୂପା ତୌଲି ଦେଲେ;

Gade chapit la Kopi

ପବିତ୍ର ବାଇବଲ

14 ମନ୍ଦିରରେ ବ୍ୟବହୃତ ହେବାକୁ ଥିବା ସକଳ ସାମଗ୍ରୀର ନିର୍ମାଣ ନିମନ୍ତେ କେତେ ପରିମାଣର ସ୍ୱର୍ଣ୍ଣ ଓ ରୌପ୍ୟ ବ୍ୟବହୃତ କରାଯିବା ଉଚିତ୍, ତାହା ଦାଉଦ ଶଲୋମନଙ୍କୁ କହିଲେ।

Gade chapit la Kopi




1 ବଂଶାବଳୀ 28:14
5 Referans Kwoze  

ମଧ୍ୟ ଯାଜକ ଓ ଲେବୀୟମାନଙ୍କ ପାଳି ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସମସ୍ତ କାର୍ଯ୍ୟ ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହରେ ସେବାର୍ଥକ ସମସ୍ତ ପାତ୍ର ନିମନ୍ତେ;


ମଧ୍ୟ ସ୍ୱର୍ଣ୍ଣମୟ ଦୀପବୃକ୍ଷସକଳ ନିମନ୍ତେ ଓ ତହିଁର ପ୍ରଦୀପ ନିମନ୍ତେ ତୌଲି ଦେଲେ, ଅର୍ଥାତ୍‍, ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ସୁନା ତୌଲି ଦେଲେ; ପୁଣି, ରୌପ୍ୟମୟ ଦୀପବୃକ୍ଷସକଳ, ଅର୍ଥାତ୍‍, ପ୍ରତ୍ୟେକ ଦୀପବୃକ୍ଷର ବ୍ୟବହାରାନୁସାରେ ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ରୂପା ତୌଲି ଦେଲେ;


ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋʼ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ୱର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି।


ଆଉ ସେ ଦୀପବୃକ୍ଷ ବିଷୟକ ବିଧାନାନୁସାରେ ଦଶ ସୁବର୍ଣ୍ଣମୟ ଦୀପବୃକ୍ଷ ନିର୍ମାଣ କଲେ; ଆଉ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ମନ୍ଦିରରେ ସ୍ଥାପନ କଲେ।


ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍‍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନହସ୍‍ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍‍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ;


Swiv nou:

Piblisite


Piblisite