1 ବଂଶାବଳୀ 28:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ, ଦର୍ଶନୀୟ ରୁଟିର ମେଜସକଳ ମଧ୍ୟରୁ ପ୍ରତ୍ୟେକ ସ୍ୱର୍ଣ୍ଣମୟ ମେଜ ନିମନ୍ତେ ସୁନା ଓ ରୌପ୍ୟମୟ ମେଜସକଳ ନିମନ୍ତେ ରୂପା ତୌଲି ଦେଲେ; Gade chapit laପବିତ୍ର ବାଇବଲ (Re-edited) - (BSI)16 ଆଉ, ଦର୍ଶନୀୟ ରୋଟୀର ମେଜସକଳ ମଧ୍ୟରୁ ପ୍ରତ୍ୟେକ ସ୍ଵର୍ଣ୍ଣମୟ ମେଜ ନିମନ୍ତେ ସୁନା ଓ ରୌପ୍ୟମୟ ମେଜସକଳ ନିମନ୍ତେ ରୂପା ତୌଲି ଦେଲେ; Gade chapit laଓଡିଆ ବାଇବେଲ16 ଆଉ, ଦର୍ଶନୀୟ ରୁଟିର ମେଜସକଳ ମଧ୍ୟରୁ ପ୍ରତ୍ୟେକ ସ୍ୱର୍ଣ୍ଣମୟ ମେଜ ନିମନ୍ତେ ସୁନା ଓ ରୌପ୍ୟମୟ ମେଜସକଳ ନିମନ୍ତେ ରୂପା ତୌଲି ଦେଲେ; Gade chapit laପବିତ୍ର ବାଇବଲ16 ପବିତ୍ର ରୋଟୀର ମେଜ ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଆବଶ୍ୟକ ହେବ, ଦାଉଦ ତାହା କହିଲେ। ରୌପ୍ୟ ମେଜଗୁଡ଼ିକ ନିମନ୍ତେ କେତେ ପରିମାଣର ରୌପ୍ୟ ଆବଶ୍ୟକ ହେବ, ଦାଉଦ ତାହା କହିଲେ। Gade chapit la |