Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 28:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ, ଧୂପବେଦି ନିମନ୍ତେ ନିର୍ମଳ ସ୍ୱର୍ଣ୍ଣର ପରିମାଣ; ଆଉ ରଥ, ଅର୍ଥାତ୍‍, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଚ୍ଛାଦନକାରୀ ବିସ୍ତୃତପକ୍ଷ କିରୂବମାନଙ୍କ ନମୁନା ନିମନ୍ତେ ସ୍ୱର୍ଣ୍ଣ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ, ଧୂପବେଦି ନିମନ୍ତେ ନିର୍ମଳ ସ୍ଵର୍ଣ୍ଣର ପରିମାଣ; ଆଉ ରଥ, ଅର୍ଥାତ୍, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଚ୍ଛାଦନକାରୀ ବିସ୍ତୃତପକ୍ଷ କିରୂବମାନଙ୍କ ନମୁନା ନିମନ୍ତେ ସ୍ଵର୍ଣ୍ଣ ଦେଲେ।

Gade chapit la Kopi

ଓଡିଆ ବାଇବେଲ

18 ଆଉ, ଧୂପବେଦି ନିମନ୍ତେ ନିର୍ମଳ ସ୍ୱର୍ଣ୍ଣର ପରିମାଣ; ଆଉ ରଥ, ଅର୍ଥାତ୍‍, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଚ୍ଛାଦନକାରୀ ବିସ୍ତୃତପକ୍ଷ କିରୂବମାନଙ୍କ ନମୁନା ନିମନ୍ତେ ସ୍ୱର୍ଣ୍ଣ ଦେଲେ।

Gade chapit la Kopi

ପବିତ୍ର ବାଇବଲ

18 ସୁଗନ୍ଧିଧୂପର ଯଜ୍ଞବେଦି ନିମନ୍ତେ କେତେ ପରିମାଣର ଶୁଦ୍ଧ ସୁବର୍ଣ୍ଣ ଆବଶ୍ୟକ ହେବ, ତାହା ଦାଉଦ କହିଲେ। ଦାଉଦ ଆହୁରି ମଧ୍ୟ ଶଲୋମନଙ୍କୁ ପରମେଶ୍ୱରଙ୍କ ରଥ-ଦୟାସନ ସହିତ ନିୟମସିନ୍ଦୁକ ଉପରେ କିରୂବଦୂତଗଣ ପକ୍ଷ ବିସ୍ତାର କରି ରହିଥିବାର ଯୋଜନା ମଧ୍ୟ ପ୍ରଦାନ କଲେ। କିରୂବ ଦୂତଗଣ ସୁବର୍ଣ୍ଣ ନିର୍ମିତ ଥିଲେ।

Gade chapit la Kopi




1 ବଂଶାବଳୀ 28:18
13 Referans Kwoze  

ଆଉ ତାହା ଉପରେ ପାପାଚ୍ଛାଦନକୁ ଛାୟା କରୁଥିବା ଈଶ୍ବରଙ୍କ ଗୌରବସୂଚକ ଦୁଇଟି କିରୂବ ଥିଲେ; ସେହିସବୁ ବିଷୟରେ ଏବେ ଆମ୍ଭେମାନେ ସବିଶେଷ କହି ନ ପାରୁ।


ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।


ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।


ପରମେଶ୍ୱରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ର ସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି।


ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ; ହଁ, ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ।


ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ ନିର୍ମାଣ କରାଇଲେ; ଅର୍ଥାତ୍‍, ସ୍ୱର୍ଣ୍ଣ-ବେଦି ଓ ଦର୍ଶନୀୟ ରୁଟି ସ୍ଥାପନାର୍ଥେ ସ୍ୱର୍ଣ୍ଣର ମେଜ;


ତହିଁରେ ସେମାନେ ଶୀଲୋକୁ ଲୋକ ପଠାଇ କିରୂବମାନଙ୍କ ମଧ୍ୟରେ ଅବସ୍ଥିତ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେଠାରୁ ଆଣିଲେ; ସେତେବେଳେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ସେ ସ୍ଥାନରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଥିଲେ।


ଆଉ, ତ୍ରିଶୂଳ ଓ କୁଣ୍ଡ ଓ ପାତ୍ରସକଳ ନିମନ୍ତେ ନିର୍ମଳ ସ୍ୱର୍ଣ୍ଣ; ପୁଣି, ସ୍ୱର୍ଣ୍ଣମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ ଓ ରୌପ୍ୟମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ;


Swiv nou:

Piblisite


Piblisite