Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 28:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଦାଉଦ କହିଲେ, “ଏହିସବୁ, ଅର୍ଥାତ୍‍, ଏହି ନମୁନାର ସମସ୍ତ କର୍ମ ସଦାପ୍ରଭୁଙ୍କ ହସ୍ତ-ଲିଖନରେ ଆମ୍ଭକୁ ବୁଝାଇ ଦିଆଯାଇଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଦାଉଦ କହିଲେ, ଏହିସବୁ, ଅର୍ଥାତ୍, ଏହି ନମୁନାର ସମସ୍ତ କର୍ମ ସଦାପ୍ରଭୁଙ୍କ ହସ୍ତ-ଲିଖନରେ ଆମ୍ଭକୁ ବୁଝାଇ ଦିଆଯାଇଅଛି।

Gade chapit la Kopi

ଓଡିଆ ବାଇବେଲ

19 ଦାଉଦ କହିଲେ, “ଏହିସବୁ, ଅର୍ଥାତ୍‍, ଏହି ନମୁନାର ସମସ୍ତ କର୍ମ ସଦାପ୍ରଭୁଙ୍କ ହସ୍ତ-ଲିଖନରେ ଆମ୍ଭକୁ ବୁଝାଇ ଦିଆଯାଇଅଛି।”

Gade chapit la Kopi

ପବିତ୍ର ବାଇବଲ

19 ଦାଉଦ କହିଲେ, “ସଦାପ୍ରଭୁ ମୋତେ ପରିଗ୍ଭଳନା ଦେବା ସହିତ ଏହି ସମସ୍ତ ଯୋଜନା ଲିଖିତ ହୋଇଅଛି। ସଦାପ୍ରଭୁ ମୋତେ ଏହି ଯୋଜନାରେ ଲିଖିତ ସମସ୍ତ ବିଷୟ ବୁଝିବାରେ ସାହାଯ୍ୟ କରିଅଛନ୍ତି।”

Gade chapit la Kopi




1 ବଂଶାବଳୀ 28:19
8 Referans Kwoze  

ସାବଧାନ, ପର୍ବତରେ ତୁମ୍ଭକୁ ତହିଁର ଯେଉଁ ଯେଉଁ ଆଦର୍ଶ ପ୍ରଦର୍ଶିତ ହୋଇଅଛି, ସେହିରୂପେ ସମସ୍ତ କର।


ଏଥିଉତ୍ତାରେ ସେହି ସ୍ଥାନରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠାନ କଲା; ପୁଣି, ସେ ମୋତେ କହିଲେ, “ତୁମ୍ଭେ ଉଠି ପଦାଭୂମିକୁ ବାହାରି ଯାଅ, ଆଉ ଆମ୍ଭେ ସେଠାରେ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବା!”


ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ପ୍ରବଳ ଥିଲା।


କଲ୍‍ଦୀୟମାନଙ୍କ ଦେଶରେ କବାର ନଦୀ କୂଳରେ ବୂଷିର ପୁତ୍ର ଯିହିଜିକଲ ଯାଜକଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା; ପୁଣି, ସେଠାରେ ସଦାପ୍ରଭୁଙ୍କର ହସ୍ତ ତାଙ୍କ ଉପରେ ଥିଲା।


ଏହି ପ୍ରକାରେ ଆବାସର ଯେଉଁ ଆଦର୍ଶ ପର୍ବତରେ ତୁମ୍ଭକୁ ପ୍ରଦର୍ଶିତ ହୋଇଅଛି; ତଦନୁସାରେ ତାହା ପ୍ରସ୍ତୁତ କରିବ।


ଈଶ୍ୱରୀୟ ଦର୍ଶନରେ ସେ ମୋତେ ଇସ୍ରାଏଲ ଦେଶକୁ ଆଣି ଅତି ଉଚ୍ଚ ଏକ ପର୍ବତରେ ବସାଇଲେ, ତହିଁ ଉପରେ, ଦକ୍ଷିଣ ଦିଗରେ ଗୋଟିଏ ନଗର ତୁଲ୍ୟ ଆକୃତି ଥିଲା।


ପୁଣି, ଏକାଦଶ ବର୍ଷର ବୂଲ ନାମକ ଅଷ୍ଟମ ମାସରେ ନିରୂପିତ ଆକୃତି ଅନୁସାରେ ସମୁଦାୟ ଅଂଶରେ ଗୃହର ନିର୍ମାଣ କାର୍ଯ୍ୟ ସମାପ୍ତ ହେଲା। ଏରୂପେ ତାହା ନିର୍ମାଣ କରିବାରେ ତାଙ୍କୁ ସାତ ବର୍ଷ ଲାଗିଲା।


Swiv nou:

Piblisite


Piblisite