Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 28:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମାତ୍ର ପରମେଶ୍ୱର ମୋତେ କହିଲେ, ‘ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଯୁଦ୍ଧକାରୀ ଓ ରକ୍ତପାତ କରିଅଛ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମାତ୍ର ପରମେଶ୍ଵର ମୋତେ କହିଲେ, ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଯୁଦ୍ଧକାରୀ ଓ ରକ୍ତପାତ କରିଅଛ।

Gade chapit la Kopi

ଓଡିଆ ବାଇବେଲ

3 ମାତ୍ର ପରମେଶ୍ୱର ମୋତେ କହିଲେ, “ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଯୁଦ୍ଧକାରୀ ଓ ରକ୍ତପାତ କରିଅଛ।”

Gade chapit la Kopi

ପବିତ୍ର ବାଇବଲ

3 କିନ୍ତୁ ପରମେଶ୍ୱର ମୋତେ କହିଲେ, ‘ନା, ଦାଉଦ, ତୁମ୍ଭେ ମୋ’ ନାମରେ ଆଦୌ ମନ୍ଦିର ନିର୍ମାଣ କରିବ ନାହିଁ। ତୁମ୍ଭେ ତାହା କରିବ ନାହିଁ, କାରଣ ତୁମ୍ଭେ ଜଣେ ସୈନିକ ଓ ତୁମ୍ଭେ ଅନେକ ଲୋକଙ୍କୁ ହତ୍ୟା କରିଅଛ।’

Gade chapit la Kopi




1 ବଂଶାବଳୀ 28:3
5 Referans Kwoze  

ମାତ୍ର, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ‘ତୁମ୍ଭେ ଅଧିକ ପରିମାଣର ରକ୍ତପାତ ଓ ବଡ଼ ବଡ଼ ଯୁଦ୍ଧ କରିଅଛ; ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଆମ୍ଭ ସାକ୍ଷାତରେ ଭୂମିରେ ଅଧିକ ପରିମାଣର ରକ୍ତପାତ କରିଅଛ।


ଯାଅ, “ଆମ୍ଭ ଦାସ ଦାଉଦଙ୍କୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ ନାହିଁ;


“ଆପଣ ଜାଣନ୍ତି, ମୋʼ ପିତା ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରି ପାରିଲେ ନାହିଁ, କାରଣ ସଦାପ୍ରଭୁ (ଶତ୍ରୁମାନଙ୍କୁ) ତାଙ୍କର ପଦତଳସ୍ଥ କରିବା ପର୍ଯ୍ୟନ୍ତ ତାଙ୍କ ଚାରିଆଡ଼େ ଯୁଦ୍ଧ ଘେରିଥିଲା।


Swiv nou:

Piblisite


Piblisite