Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 28:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି, ମାତ୍ର ମୋହର ସବୁ ପୁତ୍ର ମଧ୍ୟରୁ ଇସ୍ରାଏଲ ଉପରେ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ସେ ମୋʼ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି, ମାତ୍ର ମୋହର ସବୁ ପୁତ୍ର ମଧ୍ୟରୁ ଇସ୍ରାଏଲ ଉପରେ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ସେ ମୋʼ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

5 ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି, ମାତ୍ର ମୋହର ସବୁ ପୁତ୍ର ମଧ୍ୟରୁ ଇସ୍ରାଏଲ ଉପରେ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ସେ ମୋ’ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

5 ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି। ଆଉ ଏହି ସମସ୍ତ ପୁତ୍ରଗଣଙ୍କ ମଧ୍ୟରୁ ସଦାପ୍ରଭୁ ଶଲୋମନକୁ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ଏବଂ ଇସ୍ରାଏଲରେ ଶାସନ କରିବା ପାଇଁ ମନୋନୀତ କରିଅଛନ୍ତି।

Gade chapit la Kopi




1 ବଂଶାବଳୀ 28:5
19 Referans Kwoze  

ଏଥିଉତ୍ତାରେ ଦାଉଦ ବୃଦ୍ଧ ଓ ପୂର୍ଣ୍ଣାୟୁ ହେଲେ ଓ ସେ ଆପଣା ପୁତ୍ର ଶଲୋମନଙ୍କୁ ଇସ୍ରାଏଲ ଉପରେ ରାଜା କଲେ।


ସେତେବେଳେ ଶଲୋମନ ଆପଣା ପିତା ଦାଉଦଙ୍କର ପଦରେ ରାଜା ରୂପେ ସଦାପ୍ରଭୁଙ୍କ ସିଂହାସନରେ ଉପବିଷ୍ଟ ହେଲେ ଓ କୁଶଳ ପ୍ରାପ୍ତ ହେଲେ ଓ ସମୁଦାୟ ଇସ୍ରାଏଲ ତାଙ୍କର ଆଜ୍ଞାକାରୀ ହେଲେ।


ଏଥିଉତ୍ତାରେ ଦାଉଦ ରାଜା ସମଗ୍ର ସମାଜକୁ କହିଲେ, “ପରମେଶ୍ୱର ଆମ୍ଭ ପୁତ୍ର ଶଲୋମନଙ୍କୁ ଏକା ମନୋନୀତ କରିଅଛନ୍ତି, ସେ ଏବେ ମଧ୍ୟ ଅଳ୍ପ ବୟସ୍କ ଓ କୋମଳ, ପୁଣି, କାର୍ଯ୍ୟ ଅତି ବଡ଼; କାରଣ ଏହି ପ୍ରାସାଦ ମନୁଷ୍ୟ ପାଇଁ ନୁହେଁ, ମାତ୍ର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ଅଟେ।


ମାତ୍ର, ଆମ୍ଭେ ଆପଣା ଗୃହରେ ଓ ଆପଣା ରାଜ୍ୟରେ ତାହାକୁ ଅନନ୍ତକାଳ ସ୍ଥିର କରିବା ଓ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”


ତହୁଁ ସେ କହିଲା, “ତୁମ୍ଭେ ଜାଣ ଯେ, ରାଜ୍ୟ ମୋହର ଥିଲା ଓ ମୁଁ ରାଜ୍ୟ କରିବି ବୋଲି ସମଗ୍ର ଇସ୍ରାଏଲ ମୋʼ ପ୍ରତି ଅନାଇଥିଲେ; ଯାହାହେଉ, ରାଜ୍ୟ ବଦଳି ଯାଇ ମୋʼ ଭାଇଙ୍କର ହୋଇଅଛି; କାରଣ, ତାହା ସଦାପ୍ରଭୁଙ୍କ ଆଡ଼ୁ ତାଙ୍କର ଥିଲା।


ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ, ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କର ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲି।


ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ଯେ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହୋଇ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ପକ୍ଷରେ ରାଜା ହେବାକୁ ଆପଣା ସିଂହାସନରେ ଆପଣଙ୍କୁ ବସାଇ ଅଛନ୍ତି; ଯେଣୁ ଆପଣଙ୍କ ପରମେଶ୍ୱର ଇସ୍ରାଏଲକୁ ଅନନ୍ତକାଳସ୍ଥାୟୀ କରିବା ନିମନ୍ତେ ସେମାନଙ୍କୁ ପ୍ରେମ କରନ୍ତି; ଏହି ହେତୁରୁ ବିଚାର ଓ ନ୍ୟାୟ କରିବାକୁ ସେ ସେମାନଙ୍କ ଉପରେ ଆପଣଙ୍କୁ ରାଜା କଲେ।”


ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯାହାକୁ ମନୋନୀତ କରିବେ, ତାହାକୁ ହିଁ ତୁମ୍ଭେ ଆପଣା ଉପରେ ରାଜା କରିବ; ତୁମ୍ଭେ ଆପଣା ଭ୍ରାତୃଗଣ ମଧ୍ୟରୁ ଜଣକୁ ଆପଣା ଉପରେ ରାଜା କରି ନିଯୁକ୍ତ କରିବ; ଯେ ତୁମ୍ଭର ଭ୍ରାତା ନୁହେଁ, ଏପରି ବିଦେଶୀୟ ବ୍ୟକ୍ତିକୁ ରାଜା କରି ପାରିବ ନାହିଁ।


ତୁମ୍ଭେ ଦାଉଦ ରାଜାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ‘ହେ ମୋହର ପ୍ରଭୋ, ମହାରାଜ, ଆପଣ କି ଶପଥ କରି ଆପଣା ଦାସୀକୁ କହି ନାହାନ୍ତି, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋʼ ସିଂହାସନରେ ବସିବ? ତେବେ, କାହିଁକି ଅଦୋନୀୟ ରାଜା ହୋଇଅଛି?’


ପୁଣି, ହେ ମୋହର ପ୍ରଭୋ, ମହାରାଜ, ମୋହର ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଯେପରି ଆପଣ ସମଗ୍ର ଇସ୍ରାଏଲକୁ କହିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟି ଆପଣଙ୍କ ଉପରେ ଅଛି।


ଯେପରି ତୁମ୍ଭ ନିକଟରେ ଶପଥ କରିଅଛି ଯେ, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜା ହେବ ଓ ମୋʼ ପଦରେ ମୋʼ ସିଂହାସନରେ ବସିବ, ସବୁ କ୍ଳେଶରୁ ମୋʼ ପ୍ରାଣ ମୁକ୍ତକାରୀ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ଅବଶ୍ୟ ଆଜି ସେପରି କରିବି।”


ତହିଁ ଉତ୍ତାରେ ତୁମ୍ଭେମାନେ ତାହାର ପଛେ ପଛେ ଆସ ଓ ସେ ଆସି ମୋʼ ସିଂହାସନରେ ବସୁ; କାରଣ, ସେ ମୋʼ ପଦରେ ରାଜା ହେବ; ଆଉ, ମୁଁ ତାହାକୁ ଇସ୍ରାଏଲ ଓ ଯିହୁଦାର ଅଗ୍ରଣୀ କରି ନିଯୁକ୍ତ କରିଅଛି।


ତହିଁ ଉତ୍ତାରେ ସେ ଆୟୁଷ, ଧନ ଓ ସମ୍ଭ୍ରମରେ ପରିପୂର୍ଣ୍ଣ ହୋଇ ଉତ୍ତମ ବୃଦ୍ଧାବସ୍ଥାରେ ମଲେ; ପୁଣି, ତାଙ୍କ ପୁତ୍ର ଶଲୋମନ ତାଙ୍କ ପଦରେ ରାଜ୍ୟ କଲେ।


Swiv nou:

Piblisite


Piblisite