Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 28:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ, ସେ ମୋତେ କହିଅଛନ୍ତି, ‘ତୁମ୍ଭ ପୁତ୍ର ଶଲୋମନ ଆମ୍ଭର ଗୃହ ଓ ଆମ୍ଭର ପ୍ରାଙ୍ଗଣସବୁ ନିର୍ମାଣ କରିବ; କାରଣ ଆମ୍ଭେ ତାହାକୁ ଆମ୍ଭର ପୁତ୍ର ହେବା ପାଇଁ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ, ସେ ମୋତେ କହିଅଛନ୍ତି, ତୁମ୍ଭ ପୁତ୍ର ଶଲୋମନ ଆମ୍ଭର ଗୃହ ଓ ଆମ୍ଭର ପ୍ରାଙ୍ଗଣସବୁ ନିର୍ମାଣ କରିବ; କାରଣ ଆମ୍ଭେ ତାହାକୁ ଆମ୍ଭର ପୁତ୍ର ହେବା ପାଇଁ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହେବା।

Gade chapit la Kopi

ଓଡିଆ ବାଇବେଲ

6 ଆଉ, ସେ ମୋତେ କହିଅଛନ୍ତି, ତୁମ୍ଭ ପୁତ୍ର ଶଲୋମନ ଆମ୍ଭର ଗୃହ ଓ ଆମ୍ଭର ପ୍ରାଙ୍ଗଣସବୁ ନିର୍ମାଣ କରିବ; କାରଣ ଆମ୍ଭେ ତାହାକୁ ଆମ୍ଭର ପୁତ୍ର ହେବା ପାଇଁ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହେବା।

Gade chapit la Kopi

ପବିତ୍ର ବାଇବଲ

6 ସଦାପ୍ରଭୁ ମୋତେ କହିଲେ, ‘ଦାଉଦ, ତୁମ୍ଭର ପୁତ୍ର ଶଲୋମନ ଆମ୍ଭର ମନ୍ଦିର ଓ ତାହାର ଚତୁର୍ଦ୍ଦିଗସ୍ଥ ମନ୍ଦିର ପ୍ରାଙ୍ଗଣ ନିର୍ମାଣ କରିବ। କାରଣ, ଆମ୍ଭେ ଶଲୋମନକୁ ଆମ୍ଭର ପୁତ୍ରରୂପେ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହେବା।

Gade chapit la Kopi




1 ବଂଶାବଳୀ 28:6
11 Referans Kwoze  

କିନ୍ତୁ ଖ୍ରୀଷ୍ଟ ଈଶ୍ବରଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।


ଆଉ ଏହି ସ୍ଥାନରେ ସେ ପୁନଶ୍ଚ କହିଅଛନ୍ତି, “ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।”


ଗୃହ ଅପେକ୍ଷା ଗୃହର ସ୍ଥାପନକର୍ତ୍ତା ଯେପରି ଅଧିକ ସମାଦର ପ୍ରାପ୍ତ ହୁଅନ୍ତି, ସେହିପରି ମୋଶାଙ୍କ ଅପେକ୍ଷା ସେ ଅଧିକ ଗୌରବର ଯୋଗ୍ୟ ବୋଲି ଗଣିତ ହୋଇଅଛନ୍ତି।


ଏବେ, ହେ ସଦାପ୍ରଭୋ ପରମେଶ୍ୱର, ମୋʼ ପିତା ଦାଉଦଙ୍କ ପ୍ରତି ତୁମ୍ଭର ପ୍ରତିଜ୍ଞା ସ୍ଥିରୀକୃତ ହେଉ; କାରଣ ତୁମ୍ଭେ ପୃଥିବୀର ଧୂଳି ତୁଲ୍ୟ ବହୁସଂଖ୍ୟକ ଏକ ଗୋଷ୍ଠୀ ଉପରେ ମୋତେ ରାଜା କରିଅଛ।


ଏହେତୁ ଦେଖନ୍ତୁ, ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ମୁଁ ଗୋଟିଏ ଗୃହ ନିର୍ମାଣ କରିବାକୁ ମନସ୍ଥ କରୁଅଛି, କାରଣ ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଥିଲେ, ‘ଆମ୍ଭେ ତୁମ୍ଭ ବଦଳେ ତୁମ୍ଭର ଯେଉଁ ପୁତ୍ରକୁ ତୁମ୍ଭ ସିଂହାସନରେ ବସାଇବା, ସେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।’


ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ, ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କର ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲି।


ଉପସ୍ତମ୍ଭସକଳ ମଧ୍ୟ ସେ ଷାଠିଏ ହାତ ମାପିଲେ; ପୁଣି, ପ୍ରାଙ୍ଗଣ ଉପସ୍ତମ୍ଭ ପର୍ଯ୍ୟନ୍ତ ଗଲା, ଚାରିଆଡ଼େ ଦ୍ୱାର ଥିଲା।


Swiv nou:

Piblisite


Piblisite