1 ବଂଶାବଳୀ 29:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ସଦାପ୍ରଭୋ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୋ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ। Gade chapit laପବିତ୍ର ବାଇବଲ (Re-edited) - (BSI)11 ହେ ସଦାପ୍ରଭୋ, ମହତ୍ତ୍ଵ ଓ ପରାକ୍ରମ ଓ ଶୋଭା ଓ ଜୟ ଓ ପ୍ରତାପ ତୁମ୍ଭର; କାରଣ ସ୍ଵର୍ଗରେ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୋ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ। Gade chapit laଓଡିଆ ବାଇବେଲ11 ହେ ସଦାପ୍ରଭୁ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୁ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ। Gade chapit laପବିତ୍ର ବାଇବଲ11 ମହାନତା, ପରାକ୍ରମ, ମହିମା, ବିଜୟ ଓ ଗୌରବ ତୁମ୍ଭର ଅଟେ। କାରଣ ସ୍ୱର୍ଗ ଓ ପୃଥିବୀସ୍ଥ ସମସ୍ତ ବିଷୟ ତୁମ୍ଭର ଅଟେ; ହେ ସଦାପ୍ରଭୁ, ରାଜ୍ୟ ତୁମ୍ଭର ଅଟେ। ତୁମ୍ଭେ ହିଁ ସକଳ ବିଷୟର ମୁଖ୍ୟ ରୂପେ ପ୍ରଶଂସିତ ହୋଇଅଛ। Gade chapit la |