Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 29:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ପାଇଁ ଆମ୍ଭେମାନେ ଏହି ଯେଉଁ ସକଳ ପଦାର୍ଥ ସଞ୍ଚୟ କରିଅଛୁ, ତାହା ତୁମ୍ଭ ହସ୍ତରୁ ଆସିଅଛି ଓ ସବୁ ତୁମ୍ଭ ନିଜର ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭ ପବିତ୍ର ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ପାଇଁ ଆମ୍ଭେମାନେ ଏହି ଯେଉଁ ସକଳ ପଦାର୍ଥ ସଞ୍ଚୟ କରିଅଛୁ, ତାହା ତୁମ୍ଭ ହସ୍ତରୁ ଆସିଅଛି ଓ ସବୁ ତୁମ୍ଭ ନିଜର ଅଟେ।

Gade chapit la Kopi

ଓଡିଆ ବାଇବେଲ

16 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ପାଇଁ ଆମ୍ଭେମାନେ ଏହି ଯେଉଁ ସକଳ ପଦାର୍ଥ ସଞ୍ଚୟ କରିଅଛୁ, ତାହା ତୁମ୍ଭ ହସ୍ତରୁ ଆସିଅଛି ଓ ସବୁ ତୁମ୍ଭ ନିଜର ଅଟେ।

Gade chapit la Kopi

ପବିତ୍ର ବାଇବଲ

16 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ଆମ୍ଭେମାନେ ଏହି ସମସ୍ତ ବସ୍ତୁ ତୁମ୍ଭର ମନ୍ଦିର ନିର୍ମାଣ କରିବା ନିମନ୍ତେ ଏକତ୍ର କରିଅଛୁ। ଆମ୍ଭେମାନେ ତୁମ୍ଭ ନାମକୁ ସମ୍ମାନ ଦେବା ନିମନ୍ତେ ଏହି ମନ୍ଦିର ନିର୍ମାଣ କରୁଅଛୁ। କିନ୍ତୁ ଏହି ସମସ୍ତ ବସ୍ତୁ ତୁମ୍ଭଠାରୁ ଆସେ, ଓ ସକଳ ବସ୍ତୁ ତୁମ୍ଭର ଅଟେ।

Gade chapit la Kopi




1 ବଂଶାବଳୀ 29:16
8 Referans Kwoze  

ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର।


ମାତ୍ର, ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ୱେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ? କାରଣ, ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ।


ସେଥିରେ ପ୍ରଥମ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୋହର ଆଉ ଦଶଗୋଟି ମୋହର ଲାଭ କରିଅଛି।


ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍‍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।


ସାଦୋକ ବଂଶୀୟ ପ୍ରଧାନ ଯାଜକ ଅସରୀୟ ତାଙ୍କୁ ଉତ୍ତର କରି କହିଲା, “ଲୋକମାନେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣିବା ପାଇଁ ଆରମ୍ଭ କରିବା ସମୟଠାରୁ ଆମ୍ଭେମାନେ ଭୋଜନ କରିଅଛୁ ଓ ତୃପ୍ତ ହୋଇଅଛୁ ଓ ପ୍ରଚୁର ଅବଶିଷ୍ଟ ରଖିଅଛୁ; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଆଶୀର୍ବାଦ କରିଅଛନ୍ତି; ତେଣୁ ଯାହା ଅବଶିଷ୍ଟ ରହିଅଛି, ତାହା ଏହି ବୃହତ ଦ୍ରବ୍ୟରାଶି।”


କାରଣ, ଆମ୍ଭେମାନେ ଆପଣାମାନଙ୍କ ସମସ୍ତ ପୂର୍ବପୁରୁଷ ତୁଲ୍ୟ ତୁମ୍ଭ ସମ୍ମୁଖରେ ବିଦେଶୀ ଓ ପ୍ରବାସୀ; ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ତୁଲ୍ୟ ଓ ସ୍ଥାୟିତ୍ୱ କିଛି ନାହିଁ।


ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।


ରୂପା ଆମ୍ଭର ଓ ସୁନା ଆମ୍ଭର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite