1 ବଂଶାବଳୀ 29:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆହୁରି ମଧ୍ୟ ମୁଁ ଏହି ପବିତ୍ର ଗୃହ ନିମନ୍ତେ ଯାହାସବୁ ଆୟୋଜନ କରିଅଛି, ତାହା ଛଡ଼ା ଓ ତହିଁ ଉପରେ ମୋʼ ନିଜର ସୁନା ଓ ରୂପାର ଭଣ୍ଡାର ଅଛି, ଆଉ ମୁଁ ମୋʼ ପରମେଶ୍ୱରଙ୍କ ଗୃହ ପ୍ରତି ଆପଣା ମନ ଆସକ୍ତ କରିଥିବାରୁ ମୁଁ ତାହାସବୁ ଆପଣା ପରମେଶ୍ୱରଙ୍କ ଗୃହ ନିମନ୍ତେ ଦେଉଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)3 ଆହୁରି ମଧ୍ୟ ମୁଁ ଏହି ପବିତ୍ର ଗୃହ ନିମନ୍ତେ ଯାହାସବୁ ଆୟୋଜନ କରିଅଛି, ତାହା ଛଡ଼ା ଓ ତହିଁ ଉପରେ ମୋʼ ନିଜର ସୁନା ଓ ରୂପାର ଭଣ୍ତାର ଅଛି, ଆଉ ମୁଁ ମୋʼ ପରମେଶ୍ଵରଙ୍କ ଗୃହ ପ୍ରତି ଆପଣା ମନ ଆସକ୍ତ କରି ଥିବାରୁ ମୁଁ ତାହାସବୁ ଆପଣା ପରମେଶ୍ଵରଙ୍କ ଗୃହ ନିମନ୍ତେ ଦେଉଅଛି। Gade chapit laଓଡିଆ ବାଇବେଲ3 ଆହୁରି ମଧ୍ୟ ମୁଁ ଏହି ପବିତ୍ର ଗୃହ ନିମନ୍ତେ ଯାହାସବୁ ଆୟୋଜନ କରିଅଛି, ତାହା ଛଡ଼ା ଓ ତହିଁ ଉପରେ ମୋ’ ନିଜର ସୁନା ଓ ରୂପାର ଭଣ୍ଡାର ଅଛି, ଆଉ ମୁଁ ମୋ’ ପରମେଶ୍ୱରଙ୍କ ଗୃହ ପ୍ରତି ଆପଣା ମନ ଆସକ୍ତ କରି ଥିବାରୁ ମୁଁ ତାହାସବୁ ଆପଣା ପରମେଶ୍ୱରଙ୍କ ଗୃହ ନିମନ୍ତେ ଦେଉଅଛି। Gade chapit laପବିତ୍ର ବାଇବଲ3 ମୁଁ ମୋର ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ସୁବର୍ଣ୍ଣ ଓ ରୌପ୍ୟ ନିର୍ମିତ ଏକ ବିଶେଷ ଉପହାର ନିର୍ମାଣ କରୁଅଛି। ମୁଁ ଏହା କରୁଅଛି, କାରଣ ମୋର ପରମେଶ୍ୱରଙ୍କ ମନ୍ଦିର ନିର୍ମିତ ହେଉ ବୋଲି ମୁଁ ପ୍ରକୃତରେ ଗ୍ଭହେଁ। ଏହି ପବିତ୍ର ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ଏହି ସମସ୍ତ ବସ୍ତୁ ଦାନ କରୁଅଛି। Gade chapit la |
ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋʼ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ୱର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି।