Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 4:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଶୂହାର ଭ୍ରାତା କଲୂବ ମହୀରକୁ ଜାତ କଲା, ସେ ଇଷ୍ଟୋନ୍‍ର ପିତା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଶୂହର ଭ୍ରାତା କଲୂବ ମହୀରକୁ ଜାତ କଲା, ସେ ଇଷ୍ଟୋନ୍ର ପିତା।

Gade chapit la Kopi

ଓଡିଆ ବାଇବେଲ

11 ଶୂହାର ଭ୍ରାତା କଲୂବ ମହୀରକୁ ଜାତ କଲା, ସେ ଇଷ୍ଟୋନ୍‍ର ପିତା।

Gade chapit la Kopi

ପବିତ୍ର ବାଇବଲ

11 କଲୂବ୍ ଶୁହଙ୍କ ଭ୍ରାତା ଥିଲେ। କଲୂବ୍ ମହୀରଙ୍କ ପିତା ଥିଲେ। ମହୀର ଇଷ୍ଟୋନର ପିତା ଥିଲେ।

Gade chapit la Kopi




1 ବଂଶାବଳୀ 4:11
2 Referans Kwoze  

ମାତ୍ର ଏହି ଯାବେଷ୍‍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, “ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର।” ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।


ଇଷ୍ଟୋନ୍‍ ବେଥ୍-ରାଫା ଓ ପାସେହକୁ, ଆଉ ଈରନାହସର ପିତା ତହିନ୍ନକୁ ଜାତ କଲା। ଏମାନେ ରେକାର ଲୋକ।


Swiv nou:

Piblisite


Piblisite