Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 4:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମିୟୋନୋଥୟ ଅଫ୍ରାକୁ ଜାତ କଲା; ପୁଣି, ସରାୟ ଗିହରଷୀୟମାନଙ୍କ ପିତା ଯୋୟାବକୁ ଜାତ କଲା; ଏମାନେ ଶିଳ୍ପକାର ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ମିୟୋନୋଥୟ ଅଫ୍ରାକୁ ଜାତ କଲା; ପୁଣି ସରାୟ ଗିହରଷୀୟମାନଙ୍କ ପିତା ଯୋୟାବକୁ ଜାତ କଲା; ଏମାନେ ଶିଳ୍ପକାର ଥିଲେ।

Gade chapit la Kopi

ଓଡିଆ ବାଇବେଲ

14 ମିୟୋନୋଥୟ ଅଫ୍ରାକୁ ଜାତ କଲା; ପୁଣି, ସରାୟ ଗିହରଷୀୟମାନଙ୍କ ପିତା ଯୋୟାବକୁ ଜାତ କଲା; ଏମାନେ ଶିଳ୍ପକାର ଥିଲେ।

Gade chapit la Kopi

ପବିତ୍ର ବାଇବଲ

14 ମିୟୋନୋଥୟ ଅଫ୍ରାଙ୍କର ପିତା ଥିଲେ। ଏବଂ ସରାୟ ଯୋୟାବଙ୍କର ପିତା ଥିଲେ। ଯୋୟାବ କାରିଗର ଉପତ୍ୟକା ସହରର ପ୍ରତିଷ୍ଠାତା ଥିଲେ। ଏହି ସହର କାରିଗର ଉପତ୍ୟକା ନାମରେ ଡକାଯାଏ। ସେହି ସ୍ଥାନର ଅଧିବାସୀମାନେ ଏହି ନାମ ବ୍ୟବହାର କରୁଥିଲେ। କାରଣ ଏହାର ଲୋକମାନେ ଖୁବ୍ ଦକ୍ଷ କାରିଗର ଥିଲେ।

Gade chapit la Kopi




1 ବଂଶାବଳୀ 4:14
5 Referans Kwoze  

ଲୋଦ୍‍ ଓ ଓନୋ, ଶିଳ୍ପକାରମାନଙ୍କ ଉପତ୍ୟକାରେ ବାସ କଲେ।


ଆହୁରି ସେ ଯିରୂଶାଲମର ସମଗ୍ର ଲୋକଙ୍କୁ ଓ ଅଧିପତି ସମସ୍ତଙ୍କୁ ଓ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଏପରି ଦଶ ସହସ୍ର ବନ୍ଦୀଙ୍କୁ, ଆଉ ସମସ୍ତ ଶିଳ୍ପକାର ଓ କର୍ମକାରମାନଙ୍କୁ ନେଇଗଲା। ଦେଶର ନିତାନ୍ତ ଦରିଦ୍ର ଲୋକ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ।


କନସର ପୁତ୍ର ଅତ୍ନୀୟେଲର ଓ ସରାୟ; ଅତ୍ନୀୟେଲର ପୁତ୍ରମାନେ; ହଥତ୍‍।


ଆଉ ଯିଫୁନ୍ନିର ପୁତ୍ର କାଲେବଙ୍କର ସନ୍ତାନଗଣ; ଈରୁ, ଏଲା ଓ ନୟମ; ଆଉ ଏଲାର ସନ୍ତାନଗଣ ଓ କନସ।


ଏମାନେ କୁମ୍ଭକାର, ନତାୟିମ ଓ ଗଦେରାରେ ବାସ କଲେ; ସେମାନେ ସେଠାରେ ରାଜା ସଙ୍ଗେ ତାହାର କାର୍ଯ୍ୟ ସକାଶେ ବାସ କଲେ।


Swiv nou:

Piblisite


Piblisite