Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 4:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ ଯିଫୁନ୍ନିର ପୁତ୍ର କାଲେବଙ୍କର ସନ୍ତାନଗଣ; ଈରୁ, ଏଲା ଓ ନୟମ; ଆଉ ଏଲାର ସନ୍ତାନଗଣ ଓ କନସ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆଉ ଯିଫୁନ୍ନିର ପୁତ୍ର କାଲେବ୍ଙ୍କରସନ୍ତାନଗଣ; ଈରୁ, ଏଲା ଓ ନୟମ; ଆଉ ଏଲାର ସନ୍ତାନଗଣ ଓ କନସ।

Gade chapit la Kopi

ଓଡିଆ ବାଇବେଲ

15 ଆଉ ଯିଫୁନ୍ନିର ପୁତ୍ର କାଲେବଙ୍କର ସନ୍ତାନଗଣ; ଈରୁ, ଏଲା ଓ ନୟମ; ଆଉ ଏଲାର ସନ୍ତାନଗଣ ଓ କନସ୍‍।

Gade chapit la Kopi

ପବିତ୍ର ବାଇବଲ

15 କାଲେବ୍ ଯିଫୁନ୍ନିଙ୍କର ପୁତ୍ର ଥିଲେ। ‌‌‌କାଲେ‌ବଙ୍କର ପୁତ୍ରମାନେ ଥିଲେ ଈରୁ, ଏଲା ଓ ନୟମ। ଏଲାଙ୍କର ପୁତ୍ର ଥିଲେ କନସ୍।

Gade chapit la Kopi




1 ବଂଶାବଳୀ 4:15
10 Referans Kwoze  

ଯିହୁଦା ବଂଶ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ;


ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶରେ ବାସ କରାଇବାକୁ ପ୍ରତିଜ୍ଞା କରିଅଛୁ, ନିଶ୍ଚୟ ସେହି ଦେଶରେ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟଙ୍କ ବ୍ୟତୀତ ତୁମ୍ଭେମାନେ କେହି ପ୍ରବେଶ କରିବ ନାହିଁ।


ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ।


ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷାନ୍ତ କରି କହିଲେ, “ଆସ, ଆମ୍ଭେମାନେ ଏହିକ୍ଷଣି ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ।”


ମିୟୋନୋଥୟ ଅଫ୍ରାକୁ ଜାତ କଲା; ପୁଣି, ସରାୟ ଗିହରଷୀୟମାନଙ୍କ ପିତା ଯୋୟାବକୁ ଜାତ କଲା; ଏମାନେ ଶିଳ୍ପକାର ଥିଲେ।


ଯିହଲିଲେର ପୁତ୍ରଗଣ; ସୀଫ୍‍, ସୀଫା, ତୀରିୟ ଓ ଅସାରେଲ।


Swiv nou:

Piblisite


Piblisite