Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 4:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଶିମୀୟୋନର ସନ୍ତାନ ନମୂୟେଲ ଓ ଯାମୀନ୍‍, ଯାରୀବ, ସେରହ, ଶୌଲ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଶିମୀୟୋନର ସନ୍ତାନ ନମୂୟେଲ ଓ ଯାମୀନ୍, ଯାରୀବ୍, ସେରହ, ଶୌଲ୍;

Gade chapit la Kopi

ଓଡିଆ ବାଇବେଲ

24 ଶିମୀୟୋନର ସନ୍ତାନ ନମୂୟେଲ ଓ ଯାମୀନ୍‍, ଯାରୀବ, ସେରହ, ଶୌଲ;

Gade chapit la Kopi

ପବିତ୍ର ବାଇବଲ

24 ଶିମିୟୋନଙ୍କର ପୁତ୍ରମାନେ ଥିଲେ ନମୂୟେଲ, ଯାମୀନ, ଯାରୀବ, ସେରହ ଓ ଶୌଲ।

Gade chapit la Kopi




1 ବଂଶାବଳୀ 4:24
5 Referans Kwoze  

ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍‍, ଓହଦ୍‍, ଯାଖୀନ୍‍ ଓ ସୋହର ଓ ତାହାର କିଣାନୀୟା ସ୍ତ୍ରୀଠାରୁ ଜାତ ପୁତ୍ର ଶୌଲ।


ପୁଣି, ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍‍, ଓହଦ୍‍, ଯାଖୀନ୍‍, ସୋହର ଓ କିଣାନୀୟା ସ୍ତ୍ରୀର ପୁତ୍ର ଶୌଲ; ଏମାନେ ଶିମୀୟୋନର ବଂଶ ଅଟନ୍ତି।


ଏମାନେ କୁମ୍ଭକାର, ନତାୟିମ ଓ ଗଦେରାରେ ବାସ କଲେ; ସେମାନେ ସେଠାରେ ରାଜା ସଙ୍ଗେ ତାହାର କାର୍ଯ୍ୟ ସକାଶେ ବାସ କଲେ।


ତାହାର ପୁତ୍ର ଶଲ୍ଲୁମ୍‍, ତାହାର ପୁତ୍ର ମିବ୍‍ସମ୍‍, ତାହାର ପୁତ୍ର ମିଶ୍ମା।


Swiv nou:

Piblisite


Piblisite