1 ବଂଶାବଳୀ 4:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ପୁଣି, ସେମାନେ ଆପଣାମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଅନ୍ୱେଷଣ କରିବାକୁ ଗଦୋରର ପ୍ରବେଶ ସ୍ଥାନ, ଅର୍ଥାତ୍, ଉପତ୍ୟକାର ପୂର୍ବ ପାର୍ଶ୍ୱ ପର୍ଯ୍ୟନ୍ତ ଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)39 ପୁଣି, ସେମାନେ ଆପଣାମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଅନ୍ଵେଷଣ କରିବାକୁ ଗଦୋରର ପ୍ରବେଶ-ସ୍ଥାନ, ଅର୍ଥାତ୍, ଉପତ୍ୟକାର ପୂର୍ବ ପାର୍ଶ୍ଵ ପର୍ଯ୍ୟନ୍ତ ଗଲେ। Gade chapit laଓଡିଆ ବାଇବେଲ39 ପୁଣି, ସେମାନେ ଆପଣାମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଅନ୍ୱେଷଣ କରିବାକୁ ଗଦୋରର ପ୍ରବେଶ-ସ୍ଥାନ, ଅର୍ଥାତ୍, ଉପତ୍ୟକାର ପୂର୍ବ ପାର୍ଶ୍ୱ ପର୍ଯ୍ୟନ୍ତ ଗଲେ। Gade chapit laପବିତ୍ର ବାଇବଲ39 ସେମାନେ ଉପତ୍ୟକାର ପୂର୍ବ ପାର୍ଶ୍ୱସ୍ଥ ଗଦୋର ସହରର ବର୍ହିଦେଶରେ ଥିବା ସ୍ଥାନକୁ ଗମନ କଲେ। ସେମାନେ ନିଜର ପଶୁ ଓ ମେଷ ପଲ ନିମନ୍ତେ ଗ୍ଭରଣଭୂମି ଖୋଜିବାକୁ ସେହି ସ୍ଥାନକୁ ଗଲେ। Gade chapit la |