Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 4:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ତହିଁରେ ସେମାନେ ପ୍ରଚୁର ଓ ଉତ୍ତମ ଚରାସ୍ଥାନ ପାଇଲେ, ଆଉ ଦେଶ ପ୍ରଶସ୍ତ ଓ ଶାନ୍ତ ଓ ନିର୍ବିରୋଧ ଥିଲା; କାରଣ ହାମବଂଶୀୟ ଲୋକମାନେ ପୂର୍ବରେ ସେହି ସ୍ଥାନରେ ବାସ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ତହିଁରେ ସେମାନେ ପ୍ରଚୁର ଓ ଉତ୍ତମ ଚରାସ୍ଥାନ ପାଇଲେ, ଆଉ ଦେଶ ପ୍ରଶସ୍ତ ଓ ଶା; ଓ ନିର୍ବିରୋଧ ଥିଲା; କାରଣ ହାମ୍ବଂଶୀୟ ଲୋକମାନେ ପୂର୍ବରେ ସେହି ସ୍ଥାନରେ ବାସ କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

40 ତହିଁରେ ସେମାନେ ପ୍ରଚୁର ଓ ଉତ୍ତମ ଚରାସ୍ଥାନ ପାଇଲେ, ଆଉ ଦେଶ ପ୍ରଶସ୍ତ ଓ ଶାନ୍ତ ଓ ନିର୍ବିରୋଧ ଥିଲା; କାରଣ ହାମବଂଶୀୟ ଲୋକମାନେ ପୂର୍ବରେ ସେହି ସ୍ଥାନରେ ବାସ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

40 ସେମାନେ ସେଠାରେ ପ୍ରଚୁର ଘାସରେ ଭରା ଅତ୍ୟୁତ୍ତମ ଗ୍ଭରଣଭୂମି ପାଇଲେ। ସେଠାରେ ସେମାନେ ଅନେକ ଉତ୍ତମସ୍ଥାନ ମଧ୍ୟ ପାଇଲେ। ସେହି ସ୍ଥାନ ଅତ୍ୟନ୍ତ ଶାନ୍ତିପୂର୍ଣ୍ଣ ଓ ସୁଖପ୍ରଦ ଥିଲା। ଅତୀତରେ ହା‌‌ମଙ୍କ ବଂଶଧରମାନେ ସେଠାରେ ବାସ କରୁଥିଲେ।

Gade chapit la Kopi




1 ବଂଶାବଳୀ 4:40
6 Referans Kwoze  

ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା ଓ ଯାକୁବ ହାମ୍‍ ଦେଶରେ ପ୍ରବାସ କଲା।


ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, ହାମ୍‍ର ତମ୍ବୁରେ ସେମାନଙ୍କ ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ;


କୂଶ, ମିସର, ପୂଟ୍‍ ଓ କିଣାନ, ଏମାନେ ହାମର ସନ୍ତାନ।


ପୁଣି, ସେମାନେ ଆପଣାମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଅନ୍ୱେଷଣ କରିବାକୁ ଗଦୋରର ପ୍ରବେଶ ସ୍ଥାନ, ଅର୍ଥାତ୍‍, ଉପତ୍ୟକାର ପୂର୍ବ ପାର୍ଶ୍ୱ ପର୍ଯ୍ୟନ୍ତ ଗଲେ।


Swiv nou:

Piblisite


Piblisite