Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 4:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ପୁଣି, ସେମାନେ ଅମାଲେକୀୟ ପଳାତକ ଅବଶିଷ୍ଟ ଲୋକମାନଙ୍କୁ ଆଘାତ କରି ସେଠାରେ ବାସ କଲେ, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ପୁଣି, ସେମାନେ ଅମାଲେକୀୟ ପଳାତକ ଅବଶିଷ୍ଟ ଲୋକମାନଙ୍କୁ ଆଘାତ କରି ସେଠାରେ ବାସ କଲେ, ଅଦ୍ୟାପି ସେମାନେ ସେଠାରେ ଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

43 ପୁଣି, ସେମାନେ ଅମାଲେକୀୟ ପଳାତକ ଅବଶିଷ୍ଟ ଲୋକମାନଙ୍କୁ ଆଘାତ କରି ସେଠାରେ ବାସ କଲେ, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

43 ସେଠାରେ କେବଳ ଅଳ୍ପମାତ୍ର ଅମାଲେକୀୟ ଲୋକ ରହିଲେ। ଆଉ ଏହି ଶିମିୟୋନୀୟ ଲୋକମାନେ ସେମାନଙ୍କୁ ବଧ କଲେ। ସେହି ସମୟଠାରୁ ଆଜି ପର୍ଯ୍ୟନ୍ତ ଶିମିୟୋନୀୟ ଲୋକମାନେ ସେୟୀରରେ ବସବାସ କରି ଆସିଅଛନ୍ତି।

Gade chapit la Kopi




1 ବଂଶାବଳୀ 4:43
12 Referans Kwoze  

ଏହେତୁ ଦାଉଦ ଗୋଧୂଳି ସମୟାବଧି ପରଦିନ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ; ଆଉ ଯେଉଁ ଚାରି ଶହ ଯୁବା ଲୋକ ଓଟ ଚଢ଼ି ପଳାଇଲେ, ସେମାନଙ୍କ ଛଡ଼ା ସେହି ଲୋକମାନଙ୍କ ମଧ୍ୟରୁ; ଜଣେ ଅବଶିଷ୍ଟ ରହିଲା ନାହିଁ।


ଅର୍ଥାତ୍‍, ଅରାମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟିତ ଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ।


ସେଥିରେ ସେମାନେ ଟଙ୍କା ନେଇ ଯେପରି ଶିକ୍ଷା ପାଇଥିଲେ, ସେହିପରି କଲେ। ଏଣୁ ଏହି କଥା ଯିହୁଦୀମାନଙ୍କ ମଧ୍ୟରେ ବ୍ୟାପିଯାଇ ଆଜି ପର୍ଯ୍ୟନ୍ତ ପ୍ରଚଳିତ ଅଛି।


ଏଣୁ ଆଜି ପର୍ଯ୍ୟନ୍ତ ସେହି କ୍ଷେତ୍ରକୁ ରକ୍ତକ୍ଷେତ୍ର ବୋଲି କହନ୍ତି।


ଏହେତୁ ଆମ୍ଭର ପ୍ରଚଣ୍ଡ କୋପ ଓ କ୍ରୋଧ ଢଳାଗଲା ଓ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତାହା ପ୍ରଜ୍ୱଳିତ ହେଲା, ପୁଣି ଆଜିର ସଦୃଶ୍ୟ ସେସବୁ ଉତ୍ସନ୍ନ ଓ ଧ୍ୱଂସିତ ହୋଇଅଛି।


ପୁଣି ସେହି ସାଙ୍ଗୀ ଏତେ ଲମ୍ବ ଥିଲା ଯେ, ତହିଁର ଅଗ୍ରଭାଗ ଗର୍ଭାଗାର ସମ୍ମୁଖରେ ସିନ୍ଦୁକଠାରୁ ଦେଖାଗଲା; ମାତ୍ର ବାହାରକୁ ଦେଖାଗଲା ନାହିଁ; ଆଜି ପର୍ଯ୍ୟନ୍ତ ତାହା ସେହି ସ୍ଥାନରେ ଅଛି।


ଏଥିଉତ୍ତାରେ ସେ ଲୋକ ହିତ୍ତୀୟମାନଙ୍କ ଦେଶକୁ ଯାଇ ଏକ ନଗର ସ୍ଥାପନ କରି ତହିଁର ନାମ ଲୂସ୍‍ ରଖିଲା; ତହିଁର ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।


ପୁଣି, ସେ ମୋୟାବ ଦେଶରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାଙ୍କୁ କବର ଦେଲେ; ମାତ୍ର ଆଜି ପର୍ଯ୍ୟନ୍ତ ତାଙ୍କର କବର ସ୍ଥାନ କେହି ଜାଣେ ନାହିଁ।


ଏଉତ୍ତାରେ ସେ ତାଙ୍କୁ ନେଇଯାଆନ୍ତେ, ଦେଖ, ପଲେଷ୍ଟୀୟମାନଙ୍କର ଓ ଯିହୁଦାର ଦେଶରୁ ପ୍ରଚୁର ଲୁଟଦ୍ରବ୍ୟ ଆଣିଥିବାରୁ ସେମାନେ ଭୂମିଯାକ ବ୍ୟାପି ଭୋଜନପାନ ଓ ଉତ୍ସବ କରୁଅଛନ୍ତି।


Swiv nou:

Piblisite


Piblisite