Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ତକୋୟର ପିତା ଅସ୍‍ହୂରର ହିଲା ଓ ନାରା ନାମ୍ନୀ ଦୁଇ ଭାର୍ଯ୍ୟା ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ତକୋୟର ପିତା ଅସ୍ହୂରର ହିଲା ଓ ନାରା ନାମ୍ନୀ ଦୁଇ ଭାର୍ଯ୍ୟା ଥିଲେ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ତକୋୟର ପିତା ଅସ୍‍ହୂରର ହିଲା ଓ ନାରା ନାମ୍ନୀ ଦୁଇ ଭାର୍ଯ୍ୟା ଥିଲେ।

Gade chapit la Kopi

ପବିତ୍ର ବାଇବଲ

5 ଅସହୂର ତକୋୟଙ୍କର ପିତା ଥିଲେ। ଅସହୂରଙ୍କର ଦୁଇ ପତ୍ନୀ ଥିଲେ। ସେମାନଙ୍କର ନାମ ଥିଲା ହିଲା ଓ ନାରା।

Gade chapit la Kopi




1 ବଂଶାବଳୀ 4:5
3 Referans Kwoze  

ପୁଣି, ହିଷ୍ରୋଣ କାଲେବ-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟ ତାହାର ଔରସରେ ତକୋୟର ପିତା ଅସ୍‍ହୂରକୁ ଜାତ କଲା।


ଆଉ ଗଦୋରର ପିତା ପନୂୟେଲ ଓ ହୂଶଃର ପିତା ଏସର୍‍; ଏମାନେ ବେଥଲିହିମର ପିତା ଇଫ୍ରାଥାର ଜ୍ୟେଷ୍ଠ ପୁତ୍ର ହୂରର ସନ୍ତାନ।


ନାରା ତାହାର ଔରସରେ ଅହୁଷମକୁ, ହେଫରକୁ, ତୈମିନିକୁ ଓ ଅହସ୍ତରିକୁ ପ୍ରସବ କଲା। ଏମାନେ ନାରାର ସନ୍ତାନ।


Swiv nou:

Piblisite


Piblisite