Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 5:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯିହୁଦାର ରାଜା ଯୋଥମ୍‍ଙ୍କର ସମୟରେ ଓ ଇସ୍ରାଏଲର ରାଜା ଯାରବୀୟାମଙ୍କ ସମୟରେ ଏସମସ୍ତଙ୍କର ବଂଶାବଳୀ ଲିଖିତ ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଯିହୁଦାର ରାଜା ଯୋଥମଙ୍କର ସମୟରେ ଓ ଇସ୍ରାଏଲର ରାଜା ଯାରବୀୟାମ୍ଙ୍କ ସମୟରେ ଏସମସ୍ତଙ୍କର ବଂଶାବଳୀ ଲିଖିତ ହୋଇଥିଲା।

Gade chapit la Kopi

ଓଡିଆ ବାଇବେଲ

17 ଯିହୁଦାର ରାଜା ଯୋଥମ୍‍ଙ୍କର ସମୟରେ ଓ ଇସ୍ରାଏଲର ରାଜା ଯାରବୀୟାମ୍‍ଙ୍କ ସମୟରେ ଏସମସ୍ତଙ୍କର ବଂଶାବଳୀ ଲିଖିତ ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ

17 ଯୋଥମ୍ ଓ ଯାରବିୟାମଙ୍କ ସମୟରେ, ଗା‌ଦ୍‌ର ଗୋଷ୍ଠୀ ଇତିହାସରେ ଏହି ବ୍ୟକ୍ତିମାନଙ୍କର ନାମ ଲିଖିତ ହୋଇଥିଲା। ଯୋଥମ୍ ଯିହୁଦାର ରାଜା ଓ ଯାରବିୟାମ ଇସ୍ରାଏଲର ରାଜା ଥିଲେ।

Gade chapit la Kopi




1 ବଂଶାବଳୀ 5:17
7 Referans Kwoze  

ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଉଷୀୟଙ୍କର ପୁତ୍ର ଯୋଥମ୍‍ ରାଜତ୍ୱ କରିବାକୁ ଆରମ୍ଭ କଲେ।


ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ, ସେ କିପ୍ରକାରେ ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପ୍ରକାରେ ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ହସ୍ତଗତ କଲେ, ଏସବୁ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?


ଏଥିଉତ୍ତାରେ ଯୋୟାଶ୍‍ ମୃତ୍ୟୁବରଣ କଲେ ଓ ଶମରୀୟାରେ ଇସ୍ରାଏଲ ରାଜାମାନଙ୍କ ସଙ୍ଗେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଯାରବୀୟାମ ତାଙ୍କ ପଦରେ ରାଜ୍ୟ କଲେ।


ପୁଣି ସଦାପ୍ରଭୁ ରାଜାଙ୍କୁ ଆଘାତ କଲେ, ତହିଁରେ ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ଏକ ପୃଥକ ଗୃହରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ୍‍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।


ଯୋଥମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିରୁଶା, ଯେ ସାଦୋକର କନ୍ୟା ଥିଲେ।


ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟଙ୍କ ରାଜତ୍ଵର ପନ୍ଦର ବର୍ଷରେ ଇସ୍ରାଏଲର ରାଜା ଯୋୟାଶ୍‍ଙ୍କର ପୁତ୍ର ଯାରବୀୟାମ ଶମରୀୟାରେ ରାଜତ୍ୱ କରିବାକୁ ଆରମ୍ଭ କରି ଏକଚାଳିଶ ବର୍ଷ ରାଜ୍ୟ କଲେ।


ଯେତେବେଳେ ସେମାନଙ୍କ ବଂଶାବଳୀ ଲେଖାଗଲା, ସେତେବେଳେ ଆପଣା ଆପଣା ଗୋଷ୍ଠୀ ଅନୁସାରେ ଏହାର ଏହି ଭ୍ରାତୃଗଣ ଥିଲେ; ପ୍ରଧାନ ଯିୟୀୟେଲ୍‍ ଓ ଜିଖରୀୟ


Swiv nou:

Piblisite


Piblisite