Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 5:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ରୁବେନ୍‍ର ସନ୍ତାନଗଣ, ପୁଣି, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଢାଲ, ଖଡ୍ଗ ଧରିବାକୁ, ଧନୁ ମାରିବାକୁ ସମର୍ଥ ଓ ଯୁଦ୍ଧରେ ନିପୁଣ ଚୌରାଳିଶ ହଜାର ସାତ ଶହ ଷାଠିଏ ଜଣ ବିକ୍ରମୀ ପୁରୁଷ ଯୁଦ୍ଧଯାତ୍ରା କରିବାକୁ ସମର୍ଥ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ରୁବେନ୍ର ସନ୍ତାନଗଣ, ପୁଣି ଗାଦୀୟ ଓ ମନଃଶିର ଅର୍ଦ୍ଧବଂଶ ମଧ୍ୟରେ ଢାଲ ଓ ଖଡ଼୍‍ଗ ଧରିବାକୁ ଓ ଧନୁ ମାରିବାକୁ ସମର୍ଥ ଓ ଯୁଦ୍ଧରେ ନିପୁଣ ଚୌରାଳିଶ ହଜାର ସାତ ଶହ ଷାଠିଏ ଜଣ ବିକ୍ରମୀ ପୁରୁଷ ଯୁଦ୍ଧଯାତ୍ରା କରିବାକୁ ସମର୍ଥ ଥିଲେ।

Gade chapit la Kopi

ଓଡିଆ ବାଇବେଲ

18 ରୁବେନ୍‍ର ସନ୍ତାନଗଣ, ପୁଣି, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଢାଲ, ଖଡ୍ଗ ଧରିବାକୁ, ଧନୁ ମାରିବାକୁ ସମର୍ଥ ଓ ଯୁଦ୍ଧରେ ନିପୁଣ ଚୌରାଳିଶ ହଜାର ସାତ ଶହ ଷାଠିଏ ଜଣ ବିକ୍ରମୀ ପୁରୁଷ ଯୁଦ୍ଧଯାତ୍ରା କରିବାକୁ ସମର୍ଥ ଥିଲେ।

Gade chapit la Kopi

ପବିତ୍ର ବାଇବଲ

18 ରୁବେ‌ନଙ୍କର ବଂଶଧରମଧ୍ୟରୁ, ଗା‌ଦ୍‌ର ବଂଶଧରମଧ୍ୟରୁ ଏବଂ ମନଃଶିଙ୍କର ଅର୍ଦ୍ଧେକ ପରିବାରବର୍ଗର ବଂଶଧରମଧ୍ୟରୁ 44,760 ଜଣ ସାହସୀ ସୈନ୍ୟ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ଥିଲେ। ସେମାନେ ଯୁଦ୍ଧବିଦ୍ୟାରେ ପ୍ରବୀଣ ଥିଲେ। ସେମାନେ ଢାଲ ଓ ‌‌ଖ‌ଡ଼୍‌ଗ ଧାରଣ କରିଥିଲେ ଏବଂ ସେମାନେ ଧନୁ ଓ ତୀର ଗ୍ଭଳନାରେ ନିପୁଣ ଥିଲେ।

Gade chapit la Kopi




1 ବଂଶାବଳୀ 5:18
5 Referans Kwoze  

କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେତେ ପୁରୁଷ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବାର ଯୋଗ୍ୟ, ସେମାନଙ୍କ ସୈନ୍ୟାନୁସାରେ ତୁମ୍ଭେ ଓ ହାରୋଣ ସେମାନଙ୍କୁ ଗଣନା କର।


ପୁଣି, ଶାଉଲଙ୍କର ସମୟରେ ସେମାନେ ହାଗରୀୟମାନଙ୍କ ସହିତ ଯୁଦ୍ଧ କରନ୍ତେ, ହାଗରୀୟମାନେ ସେମାନଙ୍କ ହସ୍ତରେ ପତିତ ହେଲେ; ତହୁଁ ଏମାନେ ସେମାନଙ୍କ ତମ୍ବୁରେ ଗିଲୀୟଦ ଦେଶର ପୂର୍ବ ଦିଗରେ ସର୍ବତ୍ର ବାସ କଲେ।


ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍‍, ଗାଦ୍‍-ସନ୍ତାନଗଣକୁ, ରୁବେନ୍‍-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗ୍‍ର ରାଜ୍ୟ, ଅର୍ଥାତ୍‍, ସ୍ୱ ସ୍ୱ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ।


ଆଉ ଯିହୋଶୂୟ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ କହିଲେ,


Swiv nou:

Piblisite


Piblisite