Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 5:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେମାନେ ହାଗରୀୟମାନଙ୍କ ସହିତ, ଯିଟୁର, ନାଫୀଶ୍‍ ଓ ନୋଦବ୍‍ ସହିତ ଯୁଦ୍ଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସେମାନେ ହାଗରୀୟମାନଙ୍କ ସହିତ, ଯିଟୁର ଓ ନାଫୀଶ୍ ଓ ନୋଦବ୍ ସହିତ ଯୁଦ୍ଧ କଲେ।

Gade chapit la Kopi

ଓଡିଆ ବାଇବେଲ

19 ସେମାନେ ହାଗରୀୟମାନଙ୍କ ସହିତ, ଯିଟୁର, ନାଫୀଶ୍‍ ଓ ନୋଦବ୍‍ ସହିତ ଯୁଦ୍ଧ କଲେ।

Gade chapit la Kopi

ପବିତ୍ର ବାଇବଲ

19 ସେମାନେ ହାଗରୀୟ ଲୋକ ଓ ଯିଟୁର, ନାଫୀଶ୍ ଏବଂ ନୋଦବର ଲୋକମାନଙ୍କ ବିରୁଦ୍ଧରେ ଏକ ଯୁଦ୍ଧ ଆରମ୍ଭ କଲେ।

Gade chapit la Kopi




1 ବଂଶାବଳୀ 5:19
4 Referans Kwoze  

ଏମାନେ ଇଶ୍ମାୟେଲର ସନ୍ତାନ ଥିଲେ।


ଓ ହଦଦ୍‍ ଓ ତେମା ଓ ଯିଟୁର ଓ ନାଫୀଶ୍‍ ଓ କେଦମା।


ପୁଣି, ଶାଉଲଙ୍କର ସମୟରେ ସେମାନେ ହାଗରୀୟମାନଙ୍କ ସହିତ ଯୁଦ୍ଧ କରନ୍ତେ, ହାଗରୀୟମାନେ ସେମାନଙ୍କ ହସ୍ତରେ ପତିତ ହେଲେ; ତହୁଁ ଏମାନେ ସେମାନଙ୍କ ତମ୍ବୁରେ ଗିଲୀୟଦ ଦେଶର ପୂର୍ବ ଦିଗରେ ସର୍ବତ୍ର ବାସ କଲେ।


ହାଗରୀୟ ଯାଷୀଷ୍‍ ସବୁ ମେଷପଲର ଅଧ୍ୟକ୍ଷ ଥିଲା; ଏସମସ୍ତେ ଦାଉଦ ରାଜାଙ୍କର ସମ୍ପତ୍ତିର ଅଧ୍ୟକ୍ଷ ଥିଲେ।


Swiv nou:

Piblisite


Piblisite