1 ବଂଶାବଳୀ 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ଯିହୁଦା ଆପଣା ଭ୍ରାତୃଗଣ ଅପେକ୍ଷା ପରାକ୍ରମୀ ହେଲା ଓ ତାହାଠାରୁ ଅଧିପତି ଉତ୍ପନ୍ନ ହେଲେ; ମାତ୍ର ଜ୍ୟେଷ୍ଠାଧିକାର ଯୋଷେଫର ହେଲା; Gade chapit laପବିତ୍ର ବାଇବଲ (Re-edited) - (BSI)2 କାରଣ ଯିହୁଦା ଆପଣା ଭ୍ରାତୃଗଣ ଅପେକ୍ଷା ପରାକ୍ରମୀ ହେଲା ଓ ତାହାଠାରୁ ଅଧିପତି ଉତ୍ପନ୍ନ ହେଲେ; ମାତ୍ର ଜ୍ୟେଷ୍ଠାଧିକାର ଯୋଷେଫର ହେଲା; Gade chapit laଓଡିଆ ବାଇବେଲ2 କାରଣ ଯିହୁଦା ଆପଣା ଭ୍ରାତୃଗଣ ଅପେକ୍ଷା ପରାକ୍ରମୀ ହେଲା ଓ ତାହାଠାରୁ ଅଧିପତି ଉତ୍ପନ୍ନ ହେଲେ; ମାତ୍ର ଜ୍ୟେଷ୍ଠାଧିକାର ଯୋଷେଫର ହେଲା; Gade chapit la |
ଯାହାହେଉ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋହର ସମୁଦାୟ ପିତୃବଂଶ ମଧ୍ୟରୁ ମୋତେ ଇସ୍ରାଏଲ ଉପରେ ନିତ୍ୟ ରାଜା ହେବା ପାଇଁ ମନୋନୀତ କରିଅଛନ୍ତି; କାରଣ ସେ ଅଗ୍ରଣୀ ହେବା ପାଇଁ ଯିହୁଦାକୁ ଓ ଯିହୁଦା ବଂଶ ମଧ୍ୟରୁ ମୋʼ ପିତୃବଂଶକୁ ମନୋନୀତ କରିଅଛନ୍ତି; ସେ ମୋʼ ପିତାଙ୍କ ପୁତ୍ରଗଣ ମଧ୍ୟରୁ ମୋତେ ସମୁଦାୟ ଇସ୍ରାଏଲ ଉପରେ ରାଜା କରିବା ପାଇଁ ମୋʼ ଠାରେ ସନ୍ତୁଷ୍ଟ ହେଲେ;