Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 5:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ ସେମାନେ ସେମାନଙ୍କ ପଶୁ, ଅର୍ଥାତ୍‍, ସେମାନଙ୍କ ଉଷ୍ଟ୍ର ମଧ୍ୟରୁ ପଚାଶ ହଜାର, ମେଷ ମଧ୍ୟରୁ ଅଢ଼ାଇ ଲକ୍ଷ, ଗର୍ଦ୍ଦଭ ମଧ୍ୟରୁ ଦୁଇ ହଜାର ଓ ମନୁଷ୍ୟ ମଧ୍ୟରୁ ଏକ ଲକ୍ଷ ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆଉ ସେମାନେ ସେମାନଙ୍କ ପଶୁ, ଅର୍ଥାତ୍, ସେମାନଙ୍କ ଉଷ୍ଟ୍ର ମଧ୍ୟରୁ ପଚାଶ ହଜାର ଓ ମେଷ ମଧ୍ୟରୁ ଅଢ଼ାଇ ଲକ୍ଷ ଓ ଗର୍ଦ୍ଦଭ ମଧ୍ୟରୁ ଦୁଇ ହଜାର ଓ ମନୁଷ୍ୟ ମଧ୍ୟରୁ ଏକ ଲକ୍ଷ ନେଇ ଗଲେ।

Gade chapit la Kopi

ଓଡିଆ ବାଇବେଲ

21 ଆଉ ସେମାନେ ସେମାନଙ୍କ ପଶୁ, ଅର୍ଥାତ୍‍, ସେମାନଙ୍କ ଉଷ୍ଟ୍ର ମଧ୍ୟରୁ ପଚାଶ ହଜାର, ମେଷ ମଧ୍ୟରୁ ଅଢ଼ାଇ ଲକ୍ଷ, ଗର୍ଦ୍ଦଭ ମଧ୍ୟରୁ ଦୁଇ ହଜାର ଓ ମନୁଷ୍ୟ ମଧ୍ୟରୁ ଏକ ଲକ୍ଷ ନେଇ ଗଲେ।

Gade chapit la Kopi

ପବିତ୍ର ବାଇବଲ

21 ସେମାନେ ହାଗରୀୟ ଲୋକମାନଙ୍କର ପଶୁଗଣକୁ ନେଇଗଲେ। ସେମାନେ 50,000 ଓଟ, 250,000 ମେଷ, 2,000 ଗଧ ଓ 100,000 ଲୋକଙ୍କୁ ନେଇଗଲେ।

Gade chapit la Kopi




1 ବଂଶାବଳୀ 5:21
7 Referans Kwoze  

ଦାରୁଚିନି, ସୁଗନ୍ଧିଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ସୁଗନ୍ଧି ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ୱ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ।


ଆଉ ପୁରୁଷ-ସହବାସ ଅଜ୍ଞାତା ସ୍ତ୍ରୀଲୋକ ସର୍ବସୁଦ୍ଧା ବତିଶ ହଜାର ଥିଲେ।


ସେମାନେ ସେମାନଙ୍କ ପ୍ରତିକୂଳରେ ସାହାଯ୍ୟ ପାଇଲେ, ତହିଁରେ ହାଗରୀୟମାନେ ଓ ସେମାନଙ୍କ ସଙ୍ଗୀ ସମସ୍ତ ଲୋକ ସେମାନଙ୍କ ହସ୍ତରେ ସମର୍ପିତ ହେଲେ; କାରଣ ସେମାନେ ଯୁଦ୍ଧରେ ପରମେଶ୍ୱରଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସେ ସେମାନଙ୍କ ପ୍ରାର୍ଥନା ଶୁଣିଲେ; ଯେହେତୁ ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ।


କାରଣ ଯୁଦ୍ଧ ପରମେଶ୍ୱରଙ୍କ ଆଡ଼ୁ ହେବାରୁ ଅନେକ ହତ ହୋଇ ପଡ଼ିଲେ। ପୁଣି, ସେମାନେ ବନ୍ଦୀତ୍ୱ ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କଲେ।


ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ଓ ସେମାନଙ୍କର ଯାବତୀୟ ପାତ୍ର ଓ ଓଟଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ‘ଚତୁର୍ଦ୍ଦିଗରେ ଆଶଙ୍କା’ ବୋଲି ଉଚ୍ଚସ୍ୱରରେ ସେମାନଙ୍କୁ କହିବେ।


ଏଥିରେ ସଦାପ୍ରଭୁ ଆସା ସମ୍ମୁଖରେ ଓ ଯିହୁଦା ସମ୍ମୁଖରେ କୂଶୀୟମାନଙ୍କୁ ଆଘାତ କଲେ; ତହୁଁ କୂଶୀୟମାନେ ପଳାୟନ କଲେ।


ମଧ୍ୟ ସେମାନେ ପଶୁପଲର ତମ୍ବୁସବୁ ଆଘାତ କଲେ, ଆଉ ବିସ୍ତର ମେଷ ଓ ଓଟ ନେଇ ଯିରୂଶାଲମକୁ ଫେରିଗଲେ।


Swiv nou:

Piblisite


Piblisite