Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 5:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆଉ ମନଃଶିର ଅର୍ଦ୍ଧ ବଂଶର ସନ୍ତାନଗଣ ସେହି ଦେଶରେ ବାସ କଲେ; ସେମାନେ ବୃଦ୍ଧି ପାଇ ବାଶନଠାରୁ ବାଲ୍‍-ହର୍ମୋନ୍‍, ସନୀର୍‍ ଓ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ବ୍ୟାପିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଆଉ ମନଃଶିର ଅର୍ଦ୍ଧବଂଶର ସନ୍ତାନଗଣ ସେହି ଦେଶରେ ବାସ କଲେ; ସେମାନେ ବୃଦ୍ଧି ପାଇ ବାଶନ୍‍ଠାରୁ ବାଲ୍-ହର୍ମୋଣ୍ ଓ ସନୀର୍ ଓ ହର୍ମୋଣ୍ ପର୍ବତ ପର୍ଯ୍ୟନ୍ତ ବ୍ୟାପିଗଲେ।

Gade chapit la Kopi

ଓଡିଆ ବାଇବେଲ

23 ଆଉ ମନଃଶିର ଅର୍ଦ୍ଧ ବଂଶର ସନ୍ତାନଗଣ ସେହି ଦେଶରେ ବାସ କଲେ; ସେମାନେ ବୃଦ୍ଧି ପାଇ ବାଶନଠାରୁ ବାଲ୍‍-ହର୍ମୋନ୍‍, ସନୀର୍‍ ଓ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ବ୍ୟାପିଗଲେ।

Gade chapit la Kopi

ପବିତ୍ର ବାଇବଲ

23 ବାଲ୍-ହର୍ମୋଣ, ସନୀର ଓ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ବିସ୍ତୃତ ମନଃଶି ଗୋଷ୍ଠୀର ଅର୍ଦ୍ଧେକ ଲୋକ ବାସ କଲେ। ସେମାନେ ଏକ ବିଶାଳ ଗୋଷ୍ଠୀରେ ପରିଣତ ହେଲେ।

Gade chapit la Kopi




1 ବଂଶାବଳୀ 5:23
9 Referans Kwoze  

ହେ ମୋହର କନ୍ୟେ, ମୋʼ ସଙ୍ଗେ ଲିବାନୋନରୁ, ମୋʼ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ସନୀର୍‍ ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ୱରରୁ, ଚିତାବାଘମାନଙ୍କ ପର୍ବତରୁ ତଳକୁ ଆସ।


ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ।


ପୁଣି ଗିଲୀୟଦ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ଅଞ୍ଚଳ ଓ ସମୁଦାୟ ହର୍ମୋଣ ପର୍ବତ ଓ ସଲଖା ପର୍ଯ୍ୟନ୍ତ ସମସ୍ତ ବାଶନ,


ପୁଣି, ଏମାନେ ଆପଣାମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଯଥା, ଏଫର, ଈଶୀ, ଇଲୀୟେଲ୍‍, ଅସ୍ରୀୟେଲ, ଯିରିମୀୟ, ହୋଦବୀୟ ଓ ଯହଦୀୟେଲ୍‍, ଏସମସ୍ତେ ମହାବିକ୍ରମଶାଳୀ, ବିଖ୍ୟାତ ଓ ଆପଣା ଆପଣା ପିତୃବଂଶର ପ୍ରଧାନ ଥିଲେ।


ସେମାନେ ସନୀରୀୟ ଦେବଦାରୁ କାଷ୍ଠରେ ତୁମ୍ଭର ତକ୍ତା କାଠପଟା ସବୁ ପ୍ରସ୍ତୁତ କରିଅଛନ୍ତି, ସେମାନେ ତୁମ୍ଭର ମାସ୍ତୁଲ ପ୍ରସ୍ତୁତ କରିବା ପାଇଁ ଲିବାନୋନରୁ ଏରସ କାଷ୍ଠ ନେଇଅଛନ୍ତି।


ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ।


ତାହାର ବୃଷଭର ପ୍ରଥମଜାତ ତାହାର ମହିମା ସ୍ୱରୂପ, ପୁଣି ତାହାର ଶୃଙ୍ଗ ଅରଣା ଷଣ୍ଢର ଶୃଙ୍ଗ ତୁଲ୍ୟ ତଦ୍ଦ୍ୱାରା ସେ ସବୁ ଗୋଷ୍ଠୀକୁ, ପୃଥିବୀର ସୀମାସ୍ଥିତ ସମସ୍ତଙ୍କୁ ଭୁସି ପକାଇବ। ସେ ଶୃଙ୍ଗ ଇଫ୍ରୟିମର ଅୟୁତ ଲୋକ ଓ ସେ ଶୃଙ୍ଗ ମନଃଶିର ସହସ୍ର ସହସ୍ର ଲୋକ।”


Swiv nou:

Piblisite


Piblisite