Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଓ ଯୋୟେଲର ପ୍ରପୌତ୍ର ଶେମାର ପୌତ୍ର ଆସସ୍‍ର ପୁତ୍ର ବେଲା, ସେ ଅରୋୟେର ଓ ନବୋ ଓ ବାଲ୍‍-ମୀୟୋନ୍‍ ପର୍ଯ୍ୟନ୍ତ ବାସ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଓ ଯୋୟେଲର ପ୍ରପୌତ୍ର ଶେମାର ପୌତ୍ର ଆସସ୍ର ପୁତ୍ର ବେଲା, ସେ ଅରୋୟେର ଓ ନବୋ ଓ ବାଲ୍ମୀୟୋନ୍ ପର୍ଯ୍ୟନ୍ତ ବାସ କଲା।

Gade chapit la Kopi

ଓଡିଆ ବାଇବେଲ

8 ଓ ଯୋୟେଲର ପ୍ରପୌତ୍ର ଶେମାର ପୌତ୍ର ଆସସ୍‍ର ପୁତ୍ର ବେଲା, ସେ ଅରୋୟେର ଓ ନବୋ ଓ ବାଲ୍‍-ମୀୟୋନ୍‍ ପର୍ଯ୍ୟନ୍ତ ବାସ କଲା।

Gade chapit la Kopi

ପବିତ୍ର ବାଇବଲ

8 ବେଲା ଆସ‌‌ସ୍‌‌ରଙ୍କ ପୁତ୍ର ଥିଲେ। ଆସ‌‌ସ୍‌‌ର ଶେମାଙ୍କ ପୁତ୍ର ଥିଲେ, ଶେମା ଯୋୟେଲଙ୍କ ପୁତ୍ର ଥିଲେ। ସେମାନେ ନବୋ ଓ ବାଲମିୟୋନ ପର୍ଯ୍ୟନ୍ତ ବିସ୍ତୃତ ଅରୋୟେରରେ ବାସ କରୁଥିଲେ।

Gade chapit la Kopi




1 ବଂଶାବଳୀ 5:8
10 Referans Kwoze  

ଯୋୟେଲର ସନ୍ତାନଗଣ; ତାହାର ପୁତ୍ର ଶମୟୀୟ, ତାହାର ପୁତ୍ର ଗୋଗ୍‍, ତାହାର ପୁତ୍ର ଶିମୀୟି;


ପୁଣି, ନାମାନ୍ତରରେ ନବୋ, ବାଲ୍‍-ମୀୟୋନ୍‍ ଓ ସିବ୍‍ମା, ଏହି ସମସ୍ତ ନଗର ନିର୍ମାଣ କଲେ; ପୁଣି, ସେମାନେ ଯେଉଁ ଯେଉଁ ନଗର ନିର୍ମାଣ କଲେ, ସେହି ସମସ୍ତଙ୍କୁ ଅନ୍ୟ ନାମ ଦେଲେ।


ତହିଁରେ ଗାଦ୍‍-ସନ୍ତାନଗଣ ଦୀବୋନ୍, ଅଟାରୋତ୍‍ ଓ ଅରୋୟେର;


ଏଥିପାଇଁ ଦେଖ, ଆମ୍ଭେ ନଗର ସମୂହଠାରୁ ମୋୟାବର ପାର୍ଶ୍ୱ ମୁକ୍ତ କରିବା, ଅର୍ଥାତ୍‍, ତାହାର ସୀମାନ୍ତବର୍ତ୍ତୀ ଓ ଦେଶର ଗୌରବ ସ୍ୱରୂପ ବେଥ୍-ଯିଶିମୋତ ବାଲ୍‍-ମୀୟୋନ୍‍ ଓ କିରୀୟାଥୟିମ୍‍ ପ୍ରତି,


ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି; ସେହି ସବୁ ପଶୁପଲର ପାଇଁ ହେବ, ସେମାନେ ସେଠାରେ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।


ସେ ରୋଦନ କରିବା ପାଇଁ ବୈଥତ୍‍କୁ ଓ ଦୀବୋନ୍‍କୁ, ଉଚ୍ଚସ୍ଥଳୀକି ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି।


ହିଷ୍‍ବୋନ ଓ ସମଭୂମିସ୍ଥିତ ଦୀବୋନ୍ ଓ ବାମତ୍‍ବାଲ ଓ ବେଥ୍-ବାଲ-ମିୟୋନ,


ଏଥିଉତ୍ତାରେ ମୋଶା ମୋୟାବ ପଦାରୁ ନବୋ ପର୍ବତକୁ, ଅର୍ଥାତ୍‍, ଯିରୀହୋ ସମ୍ମୁଖସ୍ଥିତ ପିସ୍ଗା ଶୃଙ୍ଗ ଆରୋହଣ କଲେ। ତହିଁରେ ସଦାପ୍ରଭୁ ଗିଲୀୟଦଠାରୁ ଦାନ୍ ପର୍ଯ୍ୟନ୍ତ ସବୁ ଦେଶ;


“ତୁମ୍ଭେ ଏହି ଅବାରୀମ୍ ପର୍ବତ, ଅର୍ଥାତ୍‍, ଯିରୀହୋ ସମ୍ମୁଖସ୍ଥିତ ମୋୟାବ ଦେଶୀୟ ନବୋ ପର୍ବତ ଉପରକୁ ଯାଅ, ପୁଣି ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଅଧିକାରାର୍ଥେ ଯେଉଁ ଦେଶ ଦେଉଅଛୁ, ସେହି କିଣାନ ଦେଶ ଦେଖ।


ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ସୀହୋନ ରାଜା, ସେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଗିଲୀୟଦର ଅର୍ଦ୍ଧ ଦେଶଠାରୁ ଅମ୍ମୋନ-ସନ୍ତାନଗଣର ସୀମାସ୍ଥିତ ଯବ୍ବୋକ୍‍ ନଦୀ ପର୍ଯ୍ୟନ୍ତ


Swiv nou:

Piblisite


Piblisite