Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 6:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ ଅସରୀୟ ସରାୟକୁ ଜାତ କଲା ଓ ସରାୟ ଯିହୋଷାଦକଙ୍କୁ ଜାତ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ ଅସରୀୟ ସରାୟକୁ ଜାତ କଲା ଓ ସରାୟ ଯିହୋସାଦକ୍କୁ ଜାତ କଲା।

Gade chapit la Kopi

ଓଡିଆ ବାଇବେଲ

14 ଆଉ ଅସରୀୟ ସରାୟକୁ ଜାତ କଲା ଓ ସରାୟ ଯିହୋଷାଦକଙ୍କୁ ଜାତ କଲା।

Gade chapit la Kopi

ପବିତ୍ର ବାଇବଲ

14 ଅସରିୟ ସରାୟଙ୍କ ପିତା ଥିଲେ। ସରାୟ ଯିହୋସାଦକଙ୍କ ପିତା ଥିଲେ।

Gade chapit la Kopi




1 ବଂଶାବଳୀ 6:14
7 Referans Kwoze  

ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ପ୍ରଧାନ ଯାଜକ ସରାୟଙ୍କୁ ଓ ଦ୍ୱିତୀୟ ଯାଜକ ସଫନୀୟଙ୍କୁ ଓ ତିନି ଜଣ ଦ୍ୱାରପାଳଙ୍କୁ ଧରିଲା।


ହିଲ୍‍କୀୟର ପୁତ୍ର ସରାୟ, ସେହି ହିଲ୍‍କୀୟ ମଶୁଲ୍ଲମ୍‍ର ପୁତ୍ର, ମଶୁଲ୍ଲମ୍‍ ସାଦୋକର ପୁତ୍ର, ସାଦୋକ ମରାୟୋତ୍‍ର ପୁତ୍ର, ମରାୟୋତ୍‍ ଅହୀଟୂବ୍‍ର ପୁତ୍ର, ଅହୀଟୂବ୍‍ ପରମେଶ୍ୱରଙ୍କ ଗୃହର ଅଧ୍ୟକ୍ଷ ଥିଲା।


ହଁ, ସେମାନଙ୍କଠାରୁ ରୂପା ଓ ସୁନା ଗ୍ରହଣ କର ଓ ମୁକୁଟମାନ ନିର୍ମାଣ କରି ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ମସ୍ତକରେ ଦିଅ।


ଏହିସବୁ ଘଟଣା ଉତ୍ତାରେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ସରାୟର ପୁତ୍ର ଏଜ୍ରା ବାବିଲରୁ ଯାତ୍ରା କଲା; ଉକ୍ତ ସରାୟ ଅସରୀୟର ସନ୍ତାନ, ଅସରୀୟ ହିଲ୍‍କୀୟର ସନ୍ତାନ,


ଶଲ୍ଲୁମ୍‍ ହିଲ୍‍କୀୟକୁ ଜାତ କଲା, ହିଲ୍‍କୀୟ ଅସରୀୟକୁ ଜାତ କଲା;


ପୁଣି, ସଦାପ୍ରଭୁ ନବୂଖଦ୍‍ନିତ୍ସରର ହସ୍ତ ଦ୍ୱାରା ଯିହୁଦା ଓ ଯିରୂଶାଲମକୁ ନିର୍ବାସନ କରିବା ସମୟରେ ଏହି ଯିହୋଷାଦକ ବନ୍ଦୀ ହୋଇଗଲା।


ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ୱିତୀୟ ଯାଜକ ସଫନୀୟକୁ, ଆଉ ତିନି ଜଣ ଦ୍ୱାରପାଳକୁ ଧରିଲା।


Swiv nou:

Piblisite


Piblisite