Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 6:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଶାମୁୟେଲଙ୍କର ସନ୍ତାନ; ପ୍ରଥମଜାତ ଯୋୟେଲ ଓ ଦ୍ୱିତୀୟ ଅବୀୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଶାମୁୟେଲଙ୍କର ସନ୍ତାନ; ପ୍ରଥମଜାତ ଯୋୟେଲ ଓ ଦ୍ଵିତୀୟ ଅବୀୟ।

Gade chapit la Kopi

ଓଡିଆ ବାଇବେଲ

28 ଶାମୁୟେଲଙ୍କର ସନ୍ତାନ; ପ୍ରଥମଜାତ ଯୋୟେଲ ଓ ଦ୍ୱିତୀୟ ଅବୀୟ।

Gade chapit la Kopi

ପବିତ୍ର ବାଇବଲ

28 ଶାମୁୟେଲଙ୍କ ପୁତ୍ରମାନେ ଥିଲେ: ଯୋୟେଲ ଜ୍ୟେଷ୍ଠ ପୁତ୍ର ଓ ଅବୀୟ କନିଷ୍ଠ ପୁତ୍ର।

Gade chapit la Kopi




1 ବଂଶାବଳୀ 6:28
4 Referans Kwoze  

ଆଉ ସେହି ସେବାକାରୀ ଲୋକମାନେ ଓ ସେମାନଙ୍କ ସନ୍ତାନଗଣ, ଯଥା, କହାତୀୟ ସନ୍ତାନଗଣ ମଧ୍ୟରେ ହେମନ ଗାୟକ, ସେ ଯୋୟେଲର ପୁତ୍ର, ସେ ଶାମୁୟେଲଙ୍କର ପୁତ୍ର;


ତାଙ୍କର ଜ୍ୟେଷ୍ଠ ପୁତ୍ରର ନାମ ଯୋୟେଲ ଓ ଦ୍ୱିତୀୟର ନାମ ଅବୀୟ; ଏମାନେ ବେର୍‍ଶେବାରେ ବିଚାରକର୍ତ୍ତା ଥିଲେ।


ତାହାର ପୁତ୍ର ଇଲୀୟାବ୍‍, ତାହାର ପୁତ୍ର ଯିରୋହମ, ତାହାର ପୁତ୍ର ଇଲ୍‍କାନା।


ମରାରିର ସନ୍ତାନ ମହଲି, ତାହାର ପୁତ୍ର ଲିବ୍‍ନି, ତାହାର ପୁତ୍ର ଶିମୀୟି, ତାହାର ପୁତ୍ର ଉଷଃ;


Swiv nou:

Piblisite


Piblisite