Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 6:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ସେ ସୂଫର ପୁତ୍ର, ସେ ଇଲ୍‍କାନାର ପୁତ୍ର, ସେ ମାହତ୍‍ର ପୁତ୍ର, ସେ ଅମାସୟର ପୁତ୍ର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ସେ ସୂଫର ପୁତ୍ର, ସେ ଇଲ୍‍କାନାର ପୁତ୍ର, ସେ ମାହତର ପୁତ୍ର, ସେ ଅମାସୟର ପୁତ୍ର;

Gade chapit la Kopi

ଓଡିଆ ବାଇବେଲ

35 ସେ ସୂଫର ପୁତ୍ର, ସେ ଇଲ୍‍କାନାର ପୁତ୍ର, ସେ ମାହତ୍‍ର ପୁତ୍ର, ସେ ଅମାସୟର ପୁତ୍ର;

Gade chapit la Kopi

ପବିତ୍ର ବାଇବଲ

35 ତୋହ ସୂ‌ଫ୍‌ଙ୍କ ପୁତ୍ର ଥିଲେ। ସୂ‌ଫ୍‌ ଇ‌ଲ୍‌କାନାଙ୍କ ପୁତ୍ର ଥିଲେ। ଇ‌ଲ୍‌କାନା ମାହତ୍‌ଙ୍କ ପୁତ୍ର ଥିଲେ। ମାହତ୍ ଅମାସୟଙ୍କ ପୁତ୍ର ଥିଲେ।

Gade chapit la Kopi




1 ବଂଶାବଳୀ 6:35
4 Referans Kwoze  

ସେ ଇଲ୍‍କାନାର ପୁତ୍ର, ସେ ଯିରୋହମର ପୁତ୍ର, ସେ ଇଲୀୟେଲ୍‍ର ପୁତ୍ର, ସେ ତୋହର ପୁତ୍ର;


ସେ ଇଲ୍‍କାନାର ପୁତ୍ର, ସେ ଯୋୟେଲର ପୁତ୍ର, ସେ ଅସରୀୟର ପୁତ୍ର, ସେ ସଫନୀୟର ପୁତ୍ର;


ଇଲ୍‍କାନାର ସନ୍ତାନ ଅମାସୟ ଓ ଅହୀମୋତ୍‍।


ଇଲ୍‍କାନା; ଇଲ୍‍କାନାର ସନ୍ତାନ; ତାହାର ପୁତ୍ର ସୋଫୀ, ତାହାର ପୁତ୍ର ନହତ୍‍;


Swiv nou:

Piblisite


Piblisite