Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 6:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ସେ ତହତର ପୁତ୍ର, ସେ ଅସୀରର ପୁତ୍ର, ସେ ଅବୀୟାସଫର ପୁତ୍ର, ସେ କୋରହର ପୁତ୍ର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ସେ ତହତର ପୁତ୍ର, ସେ ଅସୀରର ପୁତ୍ର, ସେ ଅବୀୟାସଫର ପୁତ୍ର, ସେ କୋରହର ପୁତ୍ର;

Gade chapit la Kopi

ଓଡିଆ ବାଇବେଲ

37 ସେ ତହତର ପୁତ୍ର, ସେ ଅସୀରର ପୁତ୍ର, ସେ ଅବୀୟାସଫର ପୁତ୍ର, ସେ କୋରହର ପୁତ୍ର;

Gade chapit la Kopi

ପବିତ୍ର ବାଇବଲ

37 ସିଫନିୟର ତହତ୍‌ଙ୍କ ପୁତ୍ର ଥିଲେ। ଅବୀୟାସଫ୍ କୋରହଙ୍କ ପୁତ୍ର ଥିଲେ।

Gade chapit la Kopi




1 ବଂଶାବଳୀ 6:37
11 Referans Kwoze  

ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ।


ହେ ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଆବାସ କିପରି ପ୍ରିୟତମ!


ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,


ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋʼ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ।


ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।


ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି ହେ ପରମେଶ୍ୱର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ।


ସେ ଇଲ୍‍କାନାର ପୁତ୍ର, ସେ ଯୋୟେଲର ପୁତ୍ର, ସେ ଅସରୀୟର ପୁତ୍ର, ସେ ସଫନୀୟର ପୁତ୍ର;


ସେ ଯିଷ୍‍ହରିର ପୁତ୍ର, ସେ କହାତର ପୁତ୍ର, ସେ ଲେବୀର ପୁତ୍ର, ସେ ଇସ୍ରାଏଲର ପୁତ୍ର।


Swiv nou:

Piblisite


Piblisite