Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 6:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ସେମାନଙ୍କ ଭ୍ରାତୃଗଣ ଲେବୀୟମାନେ ପରମେଶ୍ୱରଙ୍କ ଗୃହରୂପ ଆବାସର ସମସ୍ତ ସେବାରେ ନିଯୁକ୍ତ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 ସେମାନଙ୍କ ଭ୍ରାତୃଗଣ ଲେବୀୟମାନେ ପରମେଶ୍ଵରଙ୍କ ଗୃହରୂପ ଆବାସର ସମସ୍ତ ସେବାରେ ନିଯୁକ୍ତ ଥିଲେ।

Gade chapit la Kopi

ଓଡିଆ ବାଇବେଲ

48 ସେମାନଙ୍କ ଭ୍ରାତୃଗଣ ଲେବୀୟମାନେ ପରମେଶ୍ୱରଙ୍କ ଗୃହରୂପ ଆବାସର ସମସ୍ତ ସେବାରେ ନିଯୁକ୍ତ ଥିଲେ।

Gade chapit la Kopi

ପବିତ୍ର ବାଇବଲ

48 ହେମନ୍ ଓ ଆସ‌ଫ୍‌ଙ୍କ ଭ୍ରାତାମାନେ ଲେବୀଙ୍କ ଗୋଷ୍ଠୀର ଥିଲେ। ଲେବୀଙ୍କ ଗୋଷ୍ଠୀମାନଙ୍କୁ ଲେବୀୟ ମଧ୍ୟ କୁହାଯାଉଥିଲା। ପବିତ୍ର ତମ୍ବୁରେ ସେବାକାର୍ଯ୍ୟ କରିବା ନିମନ୍ତେ ଏହି ଲେବୀୟମାନେ ମନୋନୀତ ହୋଇଥିଲେ। ପରମେଶ୍ୱରଙ୍କ ଗୃହରେ ପବିତ୍ର ତମ୍ବୁ ରହିଥିଲା,

Gade chapit la Kopi




1 ବଂଶାବଳୀ 6:48
10 Referans Kwoze  

ଆଉ ସେ ଇସ୍ରାଏଲର ସମସ୍ତ ଅଧିପତିଙ୍କୁ ଓ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କଲେ।


ସେ ମହଲିର ପୁତ୍ର, ସେ ମୂଶିର ପୁତ୍ର, ସେ ମରାରିର ପୁତ୍ର, ସେ ଲେବୀର ପୁତ୍ର।


ମାତ୍ର ହାରୋଣ ଓ ତାଙ୍କର ପୁତ୍ରଗଣ ପରମେଶ୍ୱରଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ପ୍ରମାଣେ ମହାପବିତ୍ର ସ୍ଥାନର ସମସ୍ତ କାର୍ଯ୍ୟ ନିମନ୍ତେ ଓ ଇସ୍ରାଏଲ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ହୋମାର୍ଥକ ବେଦି ଉପରେ ଓ ଧୂପାର୍ଥକ ବେଦି ଉପରେ ଉତ୍ସର୍ଗ କଲେ।


ଏଉତ୍ତାରେ ସେମାନେ ମରାରି-ସନ୍ତାନଗଣର ବଂଶାନୁସାରେ ଅବଶିଷ୍ଟ ଲେବୀୟ ଲୋକମାନଙ୍କୁ ସବୂଲୂନ ବଂଶରୁ ଯଗ୍ନିୟାମ ଓ ତହିଁ ତଳିଭୂମି, କାର୍ତ୍ତା ଓ ତହିଁ ତଳିଭୂମି,


ଆଉ ଗେର୍ଶୋମର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଇଷାଖର-ବଂଶଠାରୁ ଓ ଆଶେର-ବଂଶଠାରୁ ଓ ନପ୍ତାଲି-ବଂଶଠାରୁ ଓ ବାଶନସ୍ଥ ମନଃଶି-ବଂଶଠାରୁ ତେର ନଗର ଦିଆଗଲା।


Swiv nou:

Piblisite


Piblisite