Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 6:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ତାହାର ପୁତ୍ର ବୁକ୍କି, ତାହାର ପୁତ୍ର ଉଷି, ତାହାର ପୁତ୍ର ସରହୀୟ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ତାହାର ପୁତ୍ର ବୁକ୍କି, ତାହାର ପୁତ୍ର ଉଷି, ତାହାର ପୁତ୍ର ସରହୀୟ;

Gade chapit la Kopi

ଓଡିଆ ବାଇବେଲ

51 ତାହାର ପୁତ୍ର ବୁକ୍‍କି, ତାହାର ପୁତ୍ର ଉଷି, ତାହାର ପୁତ୍ର ସରହୀୟ;

Gade chapit la Kopi

ପବିତ୍ର ବାଇବଲ

51 ବୁ‌କ୍‌କି ଅବୀଶୂୟଙ୍କ ପୁତ୍ର ଥିଲେ। ଉଷି ବୁ‌କ୍‌କିଙ୍କ ପୁତ୍ର ଥିଲେ। ସରହିୟ ଉଷିଙ୍କ ପୁତ୍ର ଥିଲେ।

Gade chapit la Kopi




1 ବଂଶାବଳୀ 6:51
4 Referans Kwoze  

ହାରୋଣଙ୍କର ସନ୍ତାନଗଣ; ହାରୋଣଙ୍କର ପୁତ୍ର ଇଲୀୟାସର, ତାହାର ପୁତ୍ର ପୀନହସ୍‍, ତାହାର ପୁତ୍ର ଅବୀଶୂୟ


ତାହାର ପୁତ୍ର ମରାୟୋତ୍‍, ତାହାର ପୁତ୍ର ଅମରୀୟ, ତାହାର ପୁତ୍ର ଅହୀଟୂବ୍‍;


ପୁଣି କହାତର ଅବଶିଷ୍ଟ ସନ୍ତାନମାନେ ଗୁଲିବାଣ୍ଟ ଦ୍ୱାରା ଇଫ୍ରୟିମ ବଂଶର ସମସ୍ତ ବଂଶରୁ ଓ ଦାନ୍ ବଂଶ ଓ ମନଃଶିର ଅର୍ଦ୍ଧ ବଂଶରୁ ଦଶ ନଗର ପାଇଲେ।


ଆଉ କହାତର ଅବଶିଷ୍ଟ ସନ୍ତାନଗଣ, ଅର୍ଥାତ୍‍, କହାତ-ସନ୍ତାନ ଲେବୀୟମାନଙ୍କ ବଂଶସମୂହ ଇଫ୍ରୟିମ ବଂଶରୁ ଆପଣାମାନଙ୍କ ନଗର ବାଣ୍ଟ ପାଇଲେ।


Swiv nou:

Piblisite


Piblisite