Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 6:54 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ଆଉ ସେମାନଙ୍କ ସ୍ୱ ସ୍ୱ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି ସ୍ଥାନ। ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

54 ଆଉ ସେମାନଙ୍କ ସ୍ଵ ସ୍ଵ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି-ସ୍ଥାନ। ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା,

Gade chapit la Kopi

ଓଡିଆ ବାଇବେଲ

54 ଆଉ ସେମାନଙ୍କ ସ୍ୱ ସ୍ୱ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି-ସ୍ଥାନ। ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା,

Gade chapit la Kopi

ପବିତ୍ର ବାଇବଲ

54 ଏହି ସମସ୍ତ ସ୍ଥାନରେ ହାରୋଣଙ୍କ ବଂଶଧରମାନେ ବାସ କଲେ। ସେମାନଙ୍କୁ ଦତ୍ତ ହୋଇଥିବା ଦେଶରେ ସେମାନେ ଛାଉଣି ମଧ୍ୟରେ ବାସ କଲେ। ଲେବୀୟ ଲୋକମାନଙ୍କୁ ଦିଆଯାଇଥିବା ଦେଶରେ କହାତୀୟମାନେ ପ୍ରଥମ ଅଂଶ ପାଇଲେ।

Gade chapit la Kopi




1 ବଂଶାବଳୀ 6:54
7 Referans Kwoze  

ଏହି ସମସ୍ତେ ଇଶ୍ମାୟେଲର ସନ୍ତାନ, ପୁଣି, ସେମାନଙ୍କ ନାମାନୁସାରେ ସେମାନଙ୍କର ଗ୍ରାମ ଓ ଛାଉଣି-ସ୍ଥାନ ଥିଲା; ଆଉ ସେମାନେ ଆପଣା ଆପଣା ଗୋତ୍ରାନୁସାରେ ଦ୍ୱାଦଶ ଅଧିପତି ଥିଲେ।


ସେସବୁ ନଗର ଲେବୀ-ସନ୍ତାନ କହାତ ବଂଶୀୟ ହାରୋଣ-ସନ୍ତାନମାନଙ୍କର ହେଲା; କାରଣ ସେମାନଙ୍କର ପ୍ରଥମ ବାଣ୍ଟ ଥିଲା।


ଆଉ ସେମାନଙ୍କର ସକଳ ନିବାସ ନଗର ଓ ସକଳ ଛାଉଣି ଅଗ୍ନିରେ ଦଗ୍ଧ କଲେ।


ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍‍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।


ତାହାର ପୁତ୍ର ସାଦୋକ, ତାହାର ପୁତ୍ର ଅହୀମାସ୍‍।


Swiv nou:

Piblisite


Piblisite