Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 6:55 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

55 ଏହେତୁ ସେମାନଙ୍କୁ ଯିହୁଦା ଦେଶସ୍ଥ ହିବ୍ରୋଣ ଓ ତହିଁର ଚତୁର୍ଦ୍ଦିଗସ୍ଥ ତଳିଭୂମି ଦିଆଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

55 ଏହେତୁ ସେମାନଙ୍କୁ ଯିହୁଦା ଦେଶସ୍ଥ ହିବ୍ରୋଣ ଓ ତହିଁର ଚତୁର୍ଦ୍ଦିଗସ୍ଥ ତଳିଭୂମି ଦିଆଗଲା।

Gade chapit la Kopi

ଓଡିଆ ବାଇବେଲ

55 ଏହେତୁ ସେମାନଙ୍କୁ ଯିହୁଦା ଦେଶସ୍ଥ ହିବ୍ରୋଣ ଓ ତହିଁର ଚତୁର୍ଦ୍ଦିଗସ୍ଥ ତଳିଭୂମି ଦିଆଗଲା।

Gade chapit la Kopi

ପବିତ୍ର ବାଇବଲ

55 ସେମାନଙ୍କୁ ହିବ୍ରୋଣ ଓ ତାହାର ଚତୁର୍ଦ୍ଦିଗରେ ଥିବା କ୍ଷେତ୍ରମାନ ଦତ୍ତ ହେଲା।

Gade chapit la Kopi




1 ବଂଶାବଳୀ 6:55
4 Referans Kwoze  

ଏଥିରେ ଯିହୋଶୂୟ ତାହାକୁ ଆଶୀର୍ବାଦ କଲେ; ପୁଣି ସେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଅଧିକାରାର୍ଥେ ହିବ୍ରୋଣ ଦେଲେ।


ପୁଣି ସେମାନେ ମୋଶାଙ୍କ ଆଜ୍ଞାନୁସାରେ କାଲେବଙ୍କୁ ହିବ୍ରୋଣ ଦେଲେ, ଆଉ ସେ ସେହି ସ୍ଥାନରୁ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।


ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍‍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା।


Swiv nou:

Piblisite


Piblisite