Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 6:60 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

60 ପୁଣି, ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍‍, ତହିଁର ତଳିଭୂମି ଓ ଅନାଥୋତ୍‍, ତହିଁର ତଳିଭୂମି ଦିଆଗଲା। ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

60 ପୁଣି ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍, ତହିଁର ତଳିଭୂମି ଓ ଅନାଥୋତ୍, ତହିଁର ତଳିଭୂମି ଦିଆଗଲା। ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା।

Gade chapit la Kopi

ଓଡିଆ ବାଇବେଲ

60 ପୁଣି, ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍‍, ତହିଁର ତଳିଭୂମି ଓ ଅନାଥୋତ୍‍, ତହିଁର ତଳିଭୂମି ଦିଆଗଲା। ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା।

Gade chapit la Kopi

ପବିତ୍ର ବାଇବଲ

60 ବିନ୍ୟାମୀନ ଗୋଷ୍ଠୀଠାରୁ ସେମାନେ ଗିବିୟୋନ, ଗେବା, ଆଲେମତ୍ ଓ ଅନାଥୋତ୍ ଏବଂ ସେମାନଙ୍କ ଚତୁର୍ପାର୍ଶ୍ୱର କ୍ଷେତ ସହର ସହିତ ପ୍ରାପ୍ତ ହେଲା। କହାତୀୟମାନଙ୍କୁ ତେରଟି ନଗର ଦିଆଗଲା।

Gade chapit la Kopi




1 ବଂଶାବଳୀ 6:60
12 Referans Kwoze  

ବିନ୍ୟାମୀନ୍ ପ୍ରଦେଶୀୟ ଅନାଥୋତ୍‍ ନିବାସୀ ଯାଜକମାନଙ୍କର ମଧ୍ୟବର୍ତ୍ତୀ ହିଲ୍‍କୀୟଙ୍କ ପୁତ୍ର ଯିରିମୀୟଙ୍କ ବାକ୍ୟ;


ଯିରିମୀୟ ଆପଣା ଲୋକମାନଙ୍କ ମଧ୍ୟରେ ଆପଣାର ପ୍ରାପ୍ୟ ଅଂଶ ପାଇବା ନିମନ୍ତେ ବିନ୍ୟାମୀନ୍ ପ୍ରଦେଶକୁ ଯିବା ପାଇଁ ଯିରୂଶାଲମରୁ ବାହାରିଲେ।


ସେମାନଙ୍କର ଅବଶିଷ୍ଟ କେହି ରହିବେ ନାହିଁ; କାରଣ ଆମ୍ଭେ ଅନାଥୋତ୍‍ ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନଙ୍କର ପ୍ରତିଫଳ ପ୍ରାପ୍ତିର ବର୍ଷ ଆଣିବା।”


ଆଗୋ ଗଲ୍ଲୀମର କନ୍ୟେ, ତୁମ୍ଭେ ଆପଣା ରବରେ ଉଚ୍ଚ ଶବ୍ଦ କର, ହେ ଲୟିଶ୍‍, କର୍ଣ୍ଣପାତ କର, ଆଃ ଦୁଃଖିନୀ ଅନାଥୋତ୍‍,


ଏହୂଦର ପୁତ୍ରଗଣ ଏହି; ଏମାନେ ଗେବା ନିବାସୀମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଏମାନେ ବନ୍ଦୀ ହୋଇ ମାନହତ୍‍କୁ ନିଆଯାଇଥିଲେ।


ଏଥିଉତ୍ତାରେ ରାଜା ଅବୀୟାଥର ଯାଜକଙ୍କୁ କହିଲେ, “ତୁମ୍ଭେ ଅନାଥୋତ୍‍କୁ ଆପଣା କ୍ଷେତ୍ରକୁ ଯାଅ; କାରଣ, ତୁମ୍ଭେ ମୃତ୍ୟୁୁଯୋଗ୍ୟ; ମାତ୍ର, ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବି ନାହିଁ, ଯେହେତୁ ତୁମ୍ଭେ ମୋʼ ପିତା ଦାଉଦଙ୍କ ସମ୍ମୁଖରେ ପ୍ରଭୁ ସଦାପ୍ରଭୁଙ୍କ ସିନ୍ଦୁକ ବହିଥିଲ, ଆହୁରି ମୋʼ ପିତାଙ୍କ ସମସ୍ତ ଦୁଃଖଭୋଗରେ ଦୁଃଖଭୋଗ କରିଥିଲ।”


ଆଉ ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣିଲେ। ସେତେବେଳେ ଶାଉଲ ଦେଶର ସର୍ବତ୍ର ତୂରୀ ବଜାଇ କହିଲେ, “ଏବ୍ରୀୟ ଲୋକମାନେ ଶୁଣନ୍ତୁ।”


କଫରମ୍ମୋନି ଓ ଅଫନି ଓ ଗେବା; ଗ୍ରାମ ସମେତ ବାର ନଗର।


ଆଶନ୍‍, ତହିଁର ତଳିଭୂମି ଓ ବେଥ୍-ଶେମଶ, ତହିଁର ତଳିଭୂମି;


ପୁଣି, କହାତର ଅବଶିଷ୍ଟ ସନ୍ତାନମାନଙ୍କୁ ଗୁଲିବାଣ୍ଟ ଦ୍ୱାରା ବଂଶୀୟ ଗୋଷ୍ଠୀଠାରୁ, ଅର୍ଦ୍ଧ ବଂଶ, ଅର୍ଥାତ୍‍, ମନଃଶିର ଅର୍ଦ୍ଧାଂଶଠାରୁ ଦଶ ନଗର ଦିଆଗଲା।


ମଧ୍ୟ ବେଥ୍-ଗିଲ୍‍ଗଲରୁ, ଆଉ ଗେବା ଓ ଅସ୍ମାବତ୍‍ କ୍ଷେତ୍ରରୁ ଏକତ୍ରିତ ହେଲେ; କାରଣ ଗାୟକମାନେ ଯିରୂଶାଲମର ଚତୁର୍ଦ୍ଦିଗରେ ଆପଣାମାନଙ୍କ ପାଇଁ ଗ୍ରାମ ବସାଇଥିଲେ।


Swiv nou:

Piblisite


Piblisite