Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 6:66 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

66 ପୁଣି, କହାତ-ସନ୍ତାନଗଣର କୌଣସି କୌଣସି ଗୋଷ୍ଠୀ ଇଫ୍ରୟିମ-ବଂଶଠାରୁ ସ୍ୱ ସ୍ୱ ସୀମାସ୍ଥ ନଗର ପାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

66 ପୁଣି କହାତ୍ ସନ୍ତାନଗଣର କୌଣସି କୌଣସି ଗୋଷ୍ଠୀ ଇଫ୍ରୟିମ-ବଂଶଠାରୁ ସ୍ଵ ସ୍ଵ ସୀମାସ୍ଥ ନଗର ପାଇଲେ।

Gade chapit la Kopi

ଓଡିଆ ବାଇବେଲ

66 ପୁଣି, କହାତ ସନ୍ତାନଗଣର କୌଣସି କୌଣସି ଗୋଷ୍ଠୀ ଇଫ୍ରୟିମ-ବଂଶଠାରୁ ସ୍ୱ ସ୍ୱ ସୀମାସ୍ଥ ନଗର ପାଇଲେ।

Gade chapit la Kopi

ପବିତ୍ର ବାଇବଲ

66 ଇଫ୍ରୟିମ୍ ଗୋଷ୍ଠୀ କହାତ୍‌ର କେତେକ ପରିବାର କିଛି ନଗରୀଗୁଡ଼ିକ ଦେଲେ।

Gade chapit la Kopi




1 ବଂଶାବଳୀ 6:66
4 Referans Kwoze  

ପୁଣି, କହାତର ଅବଶିଷ୍ଟ ସନ୍ତାନମାନଙ୍କୁ ଗୁଲିବାଣ୍ଟ ଦ୍ୱାରା ବଂଶୀୟ ଗୋଷ୍ଠୀଠାରୁ, ଅର୍ଦ୍ଧ ବଂଶ, ଅର୍ଥାତ୍‍, ମନଃଶିର ଅର୍ଦ୍ଧାଂଶଠାରୁ ଦଶ ନଗର ଦିଆଗଲା।


ଆଉ ସେମାନେ ସେମାନଙ୍କୁ ଆଶ୍ରୟ-ନଗରମାନ ଦେଲେ, ଇଫ୍ରୟିମର ପର୍ବତମୟ ଦେଶରେ ତଳିଭୂମି ସହିତ ଶିଖିମ; ତଳିଭୂମି ସହିତ ଗେଷର;


ଯଥା, ରୁବେନୀୟମାନଙ୍କ ନିମନ୍ତେ ପଦାଭୂମିସ୍ଥିତ ପ୍ରାନ୍ତରରେ ବେତ୍ସର; ପୁଣି ଗାଦୀୟମାନଙ୍କ ନିମନ୍ତେ ଗିଲୀୟଦରେ ରାମୋତ୍‍ ଆଉ ମନଃଶିୟମାନଙ୍କ ନିମନ୍ତେ ବାଶନରେ ଗୋଲନ୍‍।


Swiv nou:

Piblisite


Piblisite