1 ବଂଶାବଳୀ 7:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ମାଖୀରର ଭାର୍ଯ୍ୟା ମାଖା ଏକ ପୁତ୍ର ପ୍ରସବ କରି ତାହାର ନାମ ପେରଶ ଦେଲା ଓ ତାହାର ଭ୍ରାତାର ନାମ ଶେରଶ ଥିଲା; ପୁଣି, ପେରଶର ପୁତ୍ର ଉଲମ୍ ଓ ରେକମ୍। Gade chapit laପବିତ୍ର ବାଇବଲ (Re-edited) - (BSI)16 ଆଉ ମାଖୀର୍ର ଭାର୍ଯ୍ୟା ମାଖା ଏକ ପୁତ୍ର ପ୍ରସବ କରି ତାହାର ନାମ ପେରଶ ଦେଲା ଓ ତାହାର ଭ୍ରାତାର ନାମ ଶେରଶ ଥିଲା; ପୁଣି ତାହାର ପୁତ୍ର ଉଲମ୍ ଓ ରେକମ୍। Gade chapit laଓଡିଆ ବାଇବେଲ16 ଆଉ ମାଖୀରର ଭାର୍ଯ୍ୟା ମାଖା ଏକ ପୁତ୍ର ପ୍ରସବ କରି ତାହାର ନାମ ପେରଶ ଦେଲା ଓ ତାହାର ଭ୍ରାତାର ନାମ ଶେରଶ ଥିଲା; ପୁଣି, ପେରଶର ପୁତ୍ର ଉଲମ୍ ଓ ରେକମ୍। Gade chapit laପବିତ୍ର ବାଇବଲ16 ମାଖୀରଙ୍କ ସ୍ତ୍ରୀ ମାଖାଙ୍କର ପୁତ୍ରଟିଏ ହୋଇଥିଲା। ମାଖା ଏହି ପୁତ୍ରର ନାମ ପରେଶ ଦେଲେ। ତା'ର ଭାଇଙ୍କ ନାମ ଥିଲା ଶେରଶ। ଶେରଶଙ୍କ ପୁତ୍ରମାନେ ଥିଲେ ଉଲମ୍ ଓ ରେକମ୍। Gade chapit la |