Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 7:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଉଲମ୍‍ର ପୁତ୍ରଗଣ, ବଦାନ। ଏମାନେ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦର ସନ୍ତାନ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଉଲମ୍ର ପୁତ୍ରଗଣ, ବଦାନ୍। ଏମାନେ ମନଃଶିର ପୌତ୍ର ମାଖୀର୍ର ପୁତ୍ର ଗିଲୀୟଦର ସନ୍ତାନ।

Gade chapit la Kopi

ଓଡିଆ ବାଇବେଲ

17 ଉଲମ୍‍ର ପୁତ୍ରଗଣ, ବଦାନ। ଏମାନେ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦର ସନ୍ତାନ।

Gade chapit la Kopi

ପବିତ୍ର ବାଇବଲ

17 ଉଲ‌ମ୍‌ଙ୍କ ପୁତ୍ର ଥିଲେ, ବଦାନ। ଏହିମାନେ ଗିଲିୟଦର ବଂଶଧର ଥିଲେ। ଗିଲିୟଦ ମାଖୀରଙ୍କ ପୁତ୍ର, ମାଖୀର ମନଃଶିଙ୍କ ପୁତ୍ର ଥିଲେ।

Gade chapit la Kopi




1 ବଂଶାବଳୀ 7:17
4 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ଯିରୁବ୍ବାଲ୍‍‍କୁ ଓ ବଦାନକୁ ଓ ଯିପ୍ତହକୁ ଓ ଶାମୁୟେଲଙ୍କୁ ପଠାଇ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କଲେ, ତହିଁରେ ତୁମ୍ଭେମାନେ ନିର୍ଭୟରେ ବାସ କଲ।


ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ; ପୁଣି, ଯୋଷେଫ ମନଃଶିର ମାଖୀର ନାମକ ପୁତ୍ରର ଶିଶୁସନ୍ତାନମାନଙ୍କୁ “କୋଳ କଲେ।”


ଆଉ ମାଖୀରର ଭାର୍ଯ୍ୟା ମାଖା ଏକ ପୁତ୍ର ପ୍ରସବ କରି ତାହାର ନାମ ପେରଶ ଦେଲା ଓ ତାହାର ଭ୍ରାତାର ନାମ ଶେରଶ ଥିଲା; ପୁଣି, ପେରଶର ପୁତ୍ର ଉଲମ୍‍ ଓ ରେକମ୍‍।


ଆଉ ତାହାର ଭଗିନୀ ହମ୍ମୋଲେକତ୍‍, ଇଶ୍‍ହୋଦ, ଅବୀୟେଷର ଓ ମହଲାକୁ ପ୍ରସବ କଲା।


Swiv nou:

Piblisite


Piblisite