Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 7:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଆଉ ଶୀରା ତାହାର କନ୍ୟା ଥିଲା, ସେ ଉଚ୍ଚ ଓ ନିମ୍ନ ବେଥ୍-ହୋରଣ ଓ ଉଷେନ୍‍-ଶୀରା ନାମରେ ଦୁଇଟି ନଗର ନିର୍ମାଣ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଆଉ ଶୀରା ତାହାର କନ୍ୟା ଥିଲା, ସେ ଉଚ୍ଚତର ଓ ନୀଚତର ବୈଥୋରୋଣ ଓ ଉଷେନ୍ ଶୀରା ନିର୍ମାଣ କଲା।

Gade chapit la Kopi

ଓଡିଆ ବାଇବେଲ

24 ଆଉ ଶୀରା ତାହାର କନ୍ୟା ଥିଲା, ସେ ଉଚ୍ଚ ଓ ନିମ୍ନ ବେଥ୍-ହୋରଣ ଓ ଉଷେନ୍‍-ଶୀରା ନାମରେ ଦୁଇଟି ନଗର ନିର୍ମାଣ କଲା।

Gade chapit la Kopi

ପବିତ୍ର ବାଇବଲ

24 ଇଫ୍ରୟିମଙ୍କ ଝିଅର ନାମ ଥିଲା ଶୀରା। ଶୀରା, ନିମ୍ନତର ବୈ‌ଥ୍‌ହୋରଣ୍ ଓ ଉଚ୍ଚତର ବୈଥ-ହୋରଣ୍, ଏବଂ ନିମ୍ନତର ଉଷେନ୍ ଶୀରା ଓ ଉଚ୍ଚତର ଉଷେନ୍ ଶୀରା ନିର୍ମାଣ କଲା।

Gade chapit la Kopi




1 ବଂଶାବଳୀ 7:24
7 Referans Kwoze  

ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବ ଦିଗରେ ଉଚ୍ଚତର ବେଥ୍-ହୋରଣ ପର୍ଯ୍ୟନ୍ତ ଅଟାରୋତ୍‍-ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା।


ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବେଥ୍-ହୋରଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।


ଆହୁରି ସେ ଉପରିସ୍ଥ ବେଥ୍-ହୋରଣ ଓ ନୀଚସ୍ଥ ବେଥ୍-ହୋରଣ, ପ୍ରାଚୀର-ବେଷ୍ଟିତ ଏହି ଦୁଇ ନଗର, ପ୍ରାଚୀର, ଦ୍ୱାର ଓ ଅର୍ଗଳ ସମେତ ନିର୍ମାଣ କଲେ;


ଏହେତୁ ଶଲୋମନ ଦେଶ ମଧ୍ୟରେ ଗେଷର, ଅଧଃସ୍ଥିତ ବେଥ୍-ହୋରଣ,


ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍‍ବିଗ୍ନ କଲେ ଓ ସେ ଗିବୀୟୋନ୍‍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟି ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।


ଏଥିଉତ୍ତାରେ ସେ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା, ତହୁଁ ସେ ତାହାର ନାମ ବରୀୟ (ଅମଙ୍ଗଳ) ରଖିଲା, କାରଣ ତାହାର ଗୃହରେ ଅମଙ୍ଗଳ ଘଟିଲା।


ତାହାର ପୁତ୍ର ରେଫହ ଓ ରେଶଫ୍‍, ତାହାର ପୁତ୍ର ତେଲହ, ତାହାର ପୁତ୍ର ତହନ;


Swiv nou:

Piblisite


Piblisite