Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 7:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ଏମାନଙ୍କ ବର୍ତ୍ତମାନ କାଳରେ ସ୍ୱ ସ୍ୱ ପିତୃବଂଶାନୁସାରେ ଏମାନଙ୍କ ସଙ୍ଗେ ଯୁଦ୍ଧାର୍ଥେ ଛତିଶ ହଜାର ସୈନ୍ୟଦଳ ଥିଲେ; କାରଣ ସେମାନଙ୍କର ଅନେକ ଭାର୍ଯ୍ୟା ଓ ସନ୍ତାନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ ଏମାନଙ୍କ ବର୍ତ୍ତମାନ କାଳରେ ସ୍ଵ ସ୍ଵ ପିତୃ-ବଂଶାନୁସାରେ ଏମାନଙ୍କ ସଙ୍ଗେ ଯୁଦ୍ଧାର୍ଥେ ଛତିଶ ହଜାର ସୈନ୍ୟଦଳ ଥିଲେ; କାରଣ ସେମାନଙ୍କର ଅନେକ ଭାର୍ଯ୍ୟା ଓ ସନ୍ତାନ ଥିଲେ।

Gade chapit la Kopi

ଓଡିଆ ବାଇବେଲ

4 ଆଉ ଏମାନଙ୍କ ବର୍ତ୍ତମାନ କାଳରେ ସ୍ୱ ସ୍ୱ ପିତୃବଂଶାନୁସାରେ ଏମାନଙ୍କ ସଙ୍ଗେ ଯୁଦ୍ଧାର୍ଥେ ଛତିଶ ହଜାର ସୈନ୍ୟଦଳ ଥିଲେ; କାରଣ ସେମାନଙ୍କର ଅନେକ ଭାର୍ଯ୍ୟା ଓ ସନ୍ତାନ ଥିଲେ।

Gade chapit la Kopi

ପବିତ୍ର ବାଇବଲ

4 ସେମାନଙ୍କର ପରିବାରର ଇତିହାସ ଦର୍ଶାଏ ଯେ, ସେମାନଙ୍କର 36,000 ସୈନିକ ଯୁଦ୍ଧ ନିମନ୍ତେ ସଦାପ୍ରସ୍ତୁତ ହୋଇ ରହୁଥିଲେ। ସେମାନଙ୍କର ଏକ ବୃହତ୍ ପରିବାର ଥିଲା, କାରଣ ସେମାନଙ୍କର ଅନେକ ସ୍ତ୍ରୀ ଓ ସନ୍ତାନସନ୍ତତି ଥିଲେ।

Gade chapit la Kopi




1 ବଂଶାବଳୀ 7:4
4 Referans Kwoze  

ଆଉ ଇଷାଖର-ସନ୍ତାନଗଣ ମଧ୍ୟରୁ ଦୁଇ ଶହ ପ୍ରଧାନ ଲୋକ, ଏମାନେ କାଳଜ୍ଞ, ଇସ୍ରାଏଲର କି କର୍ତ୍ତବ୍ୟ, ତାହା ଜାଣିଲେ; ଆଉ ସେମାନଙ୍କ ଭ୍ରାତା ସମସ୍ତେ ସେମାନଙ୍କ ଆଜ୍ଞାବହ ଥିଲେ।


ଆଉ ଗୋରୁ ଛତିଶ ହଜାର, ସେମାନଙ୍କ ମଧ୍ୟରୁ ବାସ୍ତରି ଗୋରୁ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।


ଆଉ ଉଷିର ପୁତ୍ରଗଣ; ଯିଷ୍ରାହୀୟ, ଯିଷ୍ରାହୀୟର ପୁତ୍ର ମୀଖାୟେଲ, ଓବଦୀୟ, ଯୋୟେଲ ଓ ଯିଶୀୟ, ପାଞ୍ଚ ଜଣ। ଏସମସ୍ତେ ପ୍ରଧାନ ଲୋକ ଥିଲେ।


ଆଉ ଇଷାଖରର ସମସ୍ତ ଗୋଷ୍ଠୀ ମଧ୍ୟରେ ଏମାନଙ୍କ ଭ୍ରାତୃଗଣ ମହାବିକ୍ରମଶାଳୀ ଥିଲେ, ଏମାନେ ସର୍ବସୁଦ୍ଧା ବଂଶାବଳୀ କ୍ରମେ ଲିଖିତ ସତାଅଶୀ ହଜାର ଥିଲେ।


Swiv nou:

Piblisite


Piblisite