Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 8:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ଇଲ୍ପାଲର ପୁତ୍ର ଏବର ଓ ମିଶୀୟମ୍‍, ପୁଣି, ସମସ୍ତ ଉପନଗର ସମେତ ଓନୋର ଓ ଲୋଦ୍‍ର ପତ୍ତନକାରୀ ଶେମଦ୍‍,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ ଇଲ୍ପାଲର ପୁତ୍ର ଏବର୍ ଓ ମିଶୀୟମ୍, ପୁଣି ସମସ୍ତ ଉପନଗର ସମେତ ଓନୋର ଓ ଲୋଦର ପତ୍ତନକାରୀ ଶେମଦ୍

Gade chapit la Kopi

ଓଡିଆ ବାଇବେଲ

12 ଆଉ ଇଲ୍‍ପାଲର ପୁତ୍ର ଏବର ଓ ମିଶୀୟମ୍‍, ପୁଣି, ସମସ୍ତ ଉପନଗର ସମେତ ଓନୋର ଓ ଲୋଦ୍‍ର ପତ୍ତନକାରୀ ଶେମଦ୍‍,

Gade chapit la Kopi

ପବିତ୍ର ବାଇବଲ

12 ଇ‌ଲ୍‌ପାଲଙ୍କ ପୁତ୍ରମାନେ ଥିଲେ ଏବର୍, ମିଶିୟମ, ଶେମଦ୍। ଶେମଦ୍, ଓନୋ ଓ ଲୋଦ୍ ସହିତ ଏହାର ନଗର ନିର୍ମାଣ କଲେ।

Gade chapit la Kopi




1 ବଂଶାବଳୀ 8:12
8 Referans Kwoze  

ଲୋଦ୍‍ ଓ ଓନୋ, ଶିଳ୍ପକାରମାନଙ୍କ ଉପତ୍ୟକାରେ ବାସ କଲେ।


ଲୋଦ୍‍, ହାଦୀଦ୍‍ ଓ ଓନୋର ସନ୍ତାନ ସାତ ଶହ ଏକୋଇଶ ଜଣ।


ସେତେବେଳେ ସନ୍‍ବଲ୍ଲଟ୍‍ ଓ ଗେଶମ୍‍ ମୋʼ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ଏକତ୍ରିତ ହେଉ।” ମାତ୍ର ସେମାନେ ମୋହର ଅନିଷ୍ଟ କରିବାକୁ ବିଚାର କରିଥିଲେ।


ଲୋଦ୍‍ ଓ ହାଦୀଦ୍‍ ଓ ଓନୋର ସନ୍ତାନ ସାତ ଶହ ପଚିଶ ଜଣ।


ଇତିମଧ୍ୟରେ ପିତର ସମସ୍ତ ଅଞ୍ଚଳ ଭ୍ରମଣ କରୁ କରୁ ଲୂଦ ନଗରବାସୀ ସାଧୁମାନଙ୍କ ନିକଟକୁ ମଧ୍ୟ ଆସିଲେ।


ଆଉ, ଲୂଦ ଓ ଶାରୋଣନିବାସୀ ସମସ୍ତେ ତାହାଙ୍କୁ ଦେଖି ପ୍ରଭୁଙ୍କ ପ୍ରତି ଫେରିଲେ।


ଆଉ ସେ ହୂଶୀମ୍‍ ଗର୍ଭରେ ଆବୀଟୂବ ଓ ଇଲ୍ପାଲକୁ ଜାତ କଲା।


ବରୀୟ ଓ ଶେମା, ଏମାନେ ଅୟାଲୋନ୍‍ ନିବାସୀମାନଙ୍କର ପିତୃବଂଶର ପ୍ରଧାନ ଥିଲେ, ଆଉ ଏମାନେ ଗାଥ୍‍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।


Swiv nou:

Piblisite


Piblisite