Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 8:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ବରୀୟ ଓ ଶେମା, ଏମାନେ ଅୟାଲୋନ୍‍ ନିବାସୀମାନଙ୍କର ପିତୃବଂଶର ପ୍ରଧାନ ଥିଲେ, ଆଉ ଏମାନେ ଗାଥ୍‍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଓ ବରୀୟ ଓ ଶେମା, ଏମାନେ ଅୟାଲୋନ ନିବାସୀମାନଙ୍କର ପିତୃବଂଶପ୍ରଧାନ ଥିଲେ, ଆଉ ଏମାନେ ଗାଥ୍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।

Gade chapit la Kopi

ଓଡିଆ ବାଇବେଲ

13 ବରୀୟ ଓ ଶେମା, ଏମାନେ ଅୟାଲୋନ ନିବାସୀମାନଙ୍କର ପିତୃବଂଶର ପ୍ରଧାନ ଥିଲେ, ଆଉ ଏମାନେ ଗାଥ୍‍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ

13 ବରୀୟ ଓ ଶେମା ଅୟାଲୋନର ନିବାସୀମାନଙ୍କ ପରିବାରର ମୁଖ୍ୟ ଥିଲେ। ସେହି ପୁତ୍ରମାନେ ଗାଥ୍‌ର ନିବାସୀମାନଙ୍କୁ ସେମାନଙ୍କ ନଗର ଛାଡ଼ି ଗ୍ଭଲିଯିବା ପାଇଁ ବାଧ୍ୟ କଲେ।

Gade chapit la Kopi




1 ବଂଶାବଳୀ 8:13
8 Referans Kwoze  

ଆଉ ଗଦୋରର ପିତା ପନୂୟେଲ ଓ ହୂଶଃର ପିତା ଏସର୍‍; ଏମାନେ ବେଥଲିହିମର ପିତା ଇଫ୍ରାଥାର ଜ୍ୟେଷ୍ଠ ପୁତ୍ର ହୂରର ସନ୍ତାନ।


ଆଉ କିରୀୟଥ୍‍-ଯିୟାରୀମ୍‍ର ପିତା ଶୋବଲ୍‍ର ପୁତ୍ରଗଣ ଥିଲେ; ହରାୟା ମନୁହୋଥର ଅର୍ଦ୍ଧାଂଶ।


ଓ ଶାଲବୀନ୍ ଓ ଅୟାଲୋନ୍‍ ଓ ଯିତ୍ଲା


ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, “ସୂର୍ଯ୍ୟ, ଗିବୀୟୋନ୍‍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍‍ର ତଳଭୂମିରେ (ସ୍ତବ୍ଧ ହୁଅ)।”


ଇସ୍ରାଏଲ-ସନ୍ତାନଗଣର ଦେଶରେ ଅନାକୀୟମାନଙ୍କର କେହି ଅବଶିଷ୍ଟ ରହିଲେ ନାହିଁ, କେବଳ ଘସାରେ, ଗାଥ୍‍ ଓ ଅସ୍ଦୋଦରେ କେହି କେହି ରହିଲେ।


ଆଉ ଇଲ୍ପାଲର ପୁତ୍ର ଏବର ଓ ମିଶୀୟମ୍‍, ପୁଣି, ସମସ୍ତ ଉପନଗର ସମେତ ଓନୋର ଓ ଲୋଦ୍‍ର ପତ୍ତନକାରୀ ଶେମଦ୍‍,


ପୁଣି, ଅହୀୟୋ, ଶାଶକ୍‍, ଯେରେମୋତ୍‍,


Swiv nou:

Piblisite


Piblisite