Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 8:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଆଉ, ଆହସ୍‌ ଯିହୋୟାଦାକୁ ଜାତ କଲା, ପୁଣି, ଯିହୋୟାଦା ଆଲେମତ୍‍, ଅସ୍ମାବତ୍‍, ସିମ୍ରିକୁ ଜାତ କଲା ଓ ସିମ୍ରି ମୋତ୍ସାକୁ ଜାତ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଆଉ, ଆହସ ଯିହୋୟାଦାକୁ ଜାତ କଲା, ପୁଣି ଯିହୋୟାଦା ଆଲେମତ୍ ଓ ଅସ୍ମାବତ୍ ଓ ସିମ୍ରିକି ଜାତ କଲା ଓ ସିମ୍ରି ମୋତ୍ସାକୁ ଜାତ କଲା।

Gade chapit la Kopi

ଓଡିଆ ବାଇବେଲ

36 ଆଉ, ଆହସ୍‌ ଯିହୋୟାଦାକୁ ଜାତ କଲା, ପୁଣି, ଯିହୋୟାଦା ଆଲେମତ୍‍, ଅସ୍ମାବତ୍‍, ସିମ୍ରିକୁ ଜାତ କଲା ଓ ସିମ୍ରି ମୋତ୍‍ସାକୁ ଜାତ କଲା।

Gade chapit la Kopi

ପବିତ୍ର ବାଇବଲ

36 ଆହସ୍ ଯିହୋୟାଦାଙ୍କ ପିତା ଥିଲେ। ଯିହୋୟାଦା ଆଲେମତ୍, ଅ‌‌‌ସ୍‌ମାବତ ଓ ସିମ୍ରିଙ୍କ ପିତା ଥିଲେ। ସିମ୍ରି ମୋତ୍‌ସାଙ୍କ ପିତା ଥିଲେ।

Gade chapit la Kopi




1 ବଂଶାବଳୀ 8:36
3 Referans Kwoze  

ଆହସ୍‌ ଯାରହକୁ ଜାତ କଲା, ଯାରହ ଆଲେମତ୍‍, ଅସ୍ମାବତ୍‍ ଓ ସିମ୍ରିକୁ ଜାତ କଲା; ସିମ୍ରି ମୋତ୍ସାକୁ ଜାତ କଲା


ମୀଖାର ପୁତ୍ର ପିଥୋନ୍‍, ମେଲକ୍‍, ତରେୟ ଓ ଆହସ୍‌।


ମୋତ୍ସା ବିନୀୟାକୁ ଜାତ କଲା, ତାହାର ପୁତ୍ର ରାଫା, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ;


Swiv nou:

Piblisite


Piblisite