Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 8:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ୱିତୀୟ ଯିୟୂଶ୍‍ ଓ ତୃତୀୟ ଇଲୀଫେଲଟ୍‍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ଵିତୀୟ ଯିୟୂଶ ଓ ତୃତୀୟ ଏଲୀଫେଲଟ୍।

Gade chapit la Kopi

ଓଡିଆ ବାଇବେଲ

39 ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ୱିତୀୟ ଯିୟୂଶ୍‍ ଓ ତୃତୀୟ ଇଲୀଫେଲଟ୍‍।

Gade chapit la Kopi

ପବିତ୍ର ବାଇବଲ

39 ଆତ୍‌ସେଲଙ୍କ ଭ୍ରାତା ଥିଲେ ଏଶକ୍। ଏ‌ଶକଙ୍କର କେତେକ ପୁତ୍ର ଥିଲେ। ଏହିମାନେ ହେଲେ: ଉଲମ ଏ‌ଶକଙ୍କର ଜ୍ୟେଷ୍ଠ ପୁତ୍ର, ଯିୟୁଶ୍ ଏ‌ଶକଙ୍କର ଦ୍ୱିତୀୟ ପୁତ୍ର, ଏଲୀଫେଲଟ୍ ତୃତୀୟ ପୁତ୍ର ଥିଲେ।

Gade chapit la Kopi




1 ବଂଶାବଳୀ 8:39
2 Referans Kwoze  

ପୁଣି, ଆତ୍ସେଲର ଛଅ ପୁତ୍ର ଥିଲେ; ସେମାନଙ୍କର ନାମ ଏହି; ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍‍। ଏସମସ୍ତେ ଆତ୍ସେଲର ପୁତ୍ର।


ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ଓ ସେମାନଙ୍କର ଅନେକ ପୁତ୍ର ଓ ପୌତ୍ର, ଏକ ଶହ ପଚାଶ ଜଣ ଥିଲେ। ଏସମସ୍ତେ ବିନ୍ୟାମୀନ୍‍ର ସନ୍ତାନ।


Swiv nou:

Piblisite


Piblisite