1 ବଂଶାବଳୀ 9:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ ମଲ୍କୀୟର ପ୍ରପୌତ୍ର ପଶ୍ହୂରର ପୌତ୍ର ଯିରୋହମର ପୁତ୍ର ଅଦାୟା, ପୁଣି, ଇମ୍ମେରର ଅତି ବୃଦ୍ଧ ପ୍ରପୌତ୍ର ମଶିଲ୍ଲମୋରର ବୃଦ୍ଧ ପ୍ରପୌତ୍ର ମଶୁଲ୍ଲମ୍ର ପ୍ରପୌତ୍ର ଯହସେରାର ପୌତ୍ର ଅଦୀୟେଲର ପୁତ୍ର ମାସୟ; Gade chapit laପବିତ୍ର ବାଇବଲ (Re-edited) - (BSI)12 ଆଉ ମଲ୍କୀୟର ପ୍ରପୌତ୍ର ପଶ୍ହୂରର ପୌତ୍ର ଯିରୋହମର ପୁତ୍ର ଅଦାୟା, ପୁଣି ଇମ୍ମେରର ଅତି ବୃଦ୍ଧ ପ୍ରପୌତ୍ର ମଶିଲ୍ଲମୋରର ବୃଦ୍ଧ ପ୍ରପୌତ୍ର ମଶୁଲ୍ଲମ୍ର ପ୍ରପୌତ୍ର ଯହସେରାର ପୌତ୍ର ଅଦୀୟେଲର ପୁତ୍ର ମାସୟ; Gade chapit laଓଡିଆ ବାଇବେଲ12 ଆଉ ମଲ୍କୀୟର ପ୍ରପୌତ୍ର ପଶ୍ହୂରର ପୌତ୍ର ଯିରୋହମର ପୁତ୍ର ଅଦାୟା, ପୁଣି, ଇମ୍ମେରର ଅତି ବୃଦ୍ଧ ପ୍ରପୌତ୍ର ମଶିଲ୍ଲମୋରର ବୃଦ୍ଧ ପ୍ରପୌତ୍ର ମଶୁଲ୍ଲମ୍ର ପ୍ରପୌତ୍ର ଯହସେରାର ପୌତ୍ର ଅଦୀୟେଲର ପୁତ୍ର ମାସୟ; Gade chapit laପବିତ୍ର ବାଇବଲ12 ଆହୁରି ମଧ୍ୟ ସେଠାରେ ଯିରୋହମଙ୍କ ପୁତ୍ର ଅଦାୟା ଥିଲେ। ଯିରୋହମ୍ ପଶ୍ହୂରଙ୍କ ପୁତ୍ର ଥିଲେ। ପଶ୍ହୂର ମଲ୍କିୟଙ୍କ ପୁତ୍ର ଥିଲେ। ଆହୁରି ମଧ୍ୟ ସେଠାରେ ଅଦୀୟେଲଙ୍କ ପୁତ୍ର ମାସୟ ଥିଲେ। ଅଦୀୟେଲ୍ ଯହସେରାଙ୍କ ପୁତ୍ର ଥିଲେ। ଯହସେରା ମଶୁଲ୍ଲମଙ୍କ ପୁତ୍ର ଥିଲେ। ମଶୁଲ୍ଲମ୍ ମଶିଲ୍ଲମୋତ୍ଙ୍କ ପୁତ୍ର ଥିଲେ। ମଶିଲ୍ଲମୋତ୍ ଇମ୍ମେରଙ୍କ ପୁତ୍ର ଥିଲେ। Gade chapit la |